Posted inଜାତୀୟ

ଶୋପିଆନରେ ସର୍ଚ୍ଚ ଅପରେଶନ ସମୟରେ ଆକ୍ରମଣ କଲେ ଆତଙ୍କବାଦୀ, ଅଣ କଶ୍ମୀର ଶ୍ରମିକଙ୍କୁ ହତ୍ୟା କରିଥିବା ଇମରାନ ଗନି ନିହତ

ଶ୍ରୀନଗର,୧୯ ।୧୦: ଜମ୍ମୁ-କଶ୍ମୀର ଶୋପିଆନରେ ସୋମବାର ୨ ଜଣ ଅଣ କଶ୍ମୀର ଶ୍ରମିକଙ୍କୁ ଗ୍ରେନେଡ ପକାଇ ହତ୍ୟା କରାଯାଇଥିଲା । ଏହି ହତ୍ୟା କରିଥିବା ଆତଙ୍କବାଦୀ ଇମରାନ ବଶିର ଗନି ସର୍ଚ୍ଚ ଅପରେଶନ ସମୟରେ ଆତଙ୍କବାଦୀଙ୍କ ଗୁଳିରେ ନିହତ ହୋଇଥିବା ଜଣାପଡିଛି । ଶ୍ରମିକଙ୍କ ହତ୍ୟା ଘଟଣାରେ ସୁରକ୍ଷାକର୍ମୀ ସୋମବାର ରାତିରେ ଇମରାନ ଗନିଙ୍କୁ ଧରିଥିଲେ । ଏହାପରେ ତାଙ୍କୁ ପଚରା ଉଚରା କରାଯିବା ପରେ ଅନ୍ୟ ଆତଙ୍କବାଦୀ ଶିବିର ଉପରେ ରେଡ କରାଯାଇଥିଲା । ତେବେ ପୋଲିସ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଅନ୍ୟଜଣେ ଆତଙ୍କବାଦୀଙ୍କ ଗୁଳିରେ ଇମରାନଙ୍କ ମୃତ୍ୟୁ ହୋଇଯାଇଛି ।
ଜମ୍ମୁ-କଶ୍ମୀର ପୋଲିସ ଆତଙ୍କବାଦୀ ଇମରାନଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି । ପୋଲିସ କହିଛି, ସୁରକ୍ଷାକର୍ମୀଙ୍କ ଏକ ଟିମ ଆତଙ୍କବାଦୀ ଇମରାନଙ୍କୁ ନେଇ ନୌଗାମ ଯାଇଥିଲା ଯେଉଁଠାରେ ଆତଙ୍କବାଦୀଙ୍କ ସହ ସଂଘର୍ଷ ହୋଇଥିଲା । ଏହି ସମୟରେ ଆତଙ୍କବାଦୀଙ୍କ ଗୁଳିରେ ଶ୍ରମିକଙ୍କୁ ଗ୍ରେନେଡ ପକାଇ ହତ୍ୟା କରିଥିବା ଆତଙ୍କବାଦୀ ଇମରାନଙ୍କ ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?