ଟ୍ରେନିଂ ବେଳେ ଯବାନଙ୍କୁ କଚାଡ଼ିଲା ହାତୀ

ବାରଙ୍ଗ,୯।୪(ଡି.ଏନ୍‌.ଏ.): ଟ୍ରେନିଂ ବେଳେ ଚନ୍ଦକା ଜଙ୍ଗଲରେ ଶନିବାର ଅଘଟଣ ଘଟିଛି। ହାତୀ ଆକ୍ରମଣରେ ୪ରୁ ଅଧିକ ଏସ୍‌ଓଜି ଯବାନ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ, ଚନ୍ଦକା ଜଙ୍ଗଲରେ ଏସ୍‌ଓଜି ଯବାନଙ୍କ ପକ୍ଷରୁ ଟ୍ରେନିଂ ଚାଲିଥିଲା। ଏହି ସମୟରେ କିଛି ଜଙ୍ଗଲୀ ହାତୀ ଆସି ଯବାନମାନଙ୍କୁ ଆକ୍ରମଣ କରିଥିଲେ । ଏଥିରେ ୪ରୁ ଅଧିକ ଯବାନ ଗୁରୁତର ହୋଇଛନ୍ତି । ଗୁରୁତର ଯବାନମାନଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଭୁବନେଶ୍ୱର ସ୍ଥିତ ଏମ୍‌ସ ମେଡିକାଲରେ ଭର୍ତ୍ତି କରାଯାଇଛି । ଏବେ ସୁଦ୍ଧା ଯବାନମାନଙ୍କ ପରିଚୟ ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀଙ୍କ ମୃତ୍ୟୁ

ବୌଦ୍ଧ,୯ା୭(ସ୍ବ.ପ୍ର.)-ବୌଦ୍ଧ ଜିଲା ବୌଦ୍ଧ ବ୍ଲକର ବଘିଆପଡା ଗୌଡଦେଇ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ଜଣେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ଜଣାପଡି ନାହିଁ...

ପାରାଦୀପରେ ଲାଗିଲା ବୃହତ୍‌ ଜାହାଜ

ପାରାଦୀପ,୧୮ା୨(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ଗୁରୁବାର ସନ୍ଧ୍ୟାରେ ବୃହତ୍‌ ଜାହାଜ ଏମ୍‌.ଭି. ମିନେରାଲ ଲାଗିଛି। ବନ୍ଦରରେ ଏପର୍ଯ୍ୟନ୍ତ ଲାଗିଥିବା ସମସ୍ତ ଜାହାଜ ମଧ୍ୟରେ ଏହା ସବୁଠାରୁ ବଡ଼...

ଚନ୍ଦ୍ରୟାନ-୩ ଅଭିଯାନରେ ସାମିଲ ଥିଲେ କନିକା ପୁଅ ଦେବଦତ୍ତ

ରାଜକନିକା,୨୬ା୮(ସଞ୍ଜୟ କୁମାର ଦାଶ): ଚନ୍ଦ୍ରୟାନ-୩ ସଫଳତାରେ ସାରା ଦେଶ ଉଲ୍ଲାସ ପାଳୁଛି। ସେହି ସମୟରେ ଏହି ଅଭିଯାନରେ ସାମିଲ ଥିବା ଓଡ଼ିଆ ପୁଅମାନଙ୍କର ଜ୍ଞାନକୌଶଳକୁ ନେଇ...

ଏସ୍‌ସିବିକୁ ଗୌରବାନ୍ବିତ କରିଛନ୍ତି ପୁରାତନ ଛାତ୍ର

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୬ା୧୨: ରାଜ୍ୟର ସର୍ବ ପୁରାତନ ଚିକିତ୍ସା ପ୍ରତିଷ୍ଠାନ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ବିଶ୍ୱସ୍ତରୀୟ ଓ୍ବେବ୍‌ସାଇଟ, ପୁରାତନ ଛାତ୍ରସଂଘ ଏବଂ ଏହାର ଓ୍ବେବ୍‌ସାଇଟକୁ...

କେନାଲକୁ ଖସିପଡ଼ିଛି ଛୁଆ, ଜଗିଛି ମା’ ହାତୀ

ପରଜଙ୍ଗ,୪।୧୦ (ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଖାଲପାଳ ଗ୍ରାମ ନିକଟ ଶାଖା କେନାଲ ମଧ୍ୟକୁ ଗୁରୁବାର ରାତିରେ ଏକ ଛୁଆ ହାତୀ...

ବାଲେଶ୍ୱରରେ କନ୍ଧମାଳର ଡାକୁଲ ନୃତ୍ୟ

ବାଲିଗୁଡ଼ା,୧୩।୬ (ଡି.ଏନ.ଏ.): ବାଲେଶ୍ୱର ଜିଲା ପ୍ରଶାସନ ତରଫରୁ ଆୟୋଜିତ ପଲ୍ଲୀଶ୍ରୀ ମେଳାରେ ବାଲିଗୁଡ଼ାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ରର କୃତିତ୍ୱ ସ୍ମରଣୀୟ।...

ସହରରେ ସୁଧୁରୁନି ଟ୍ରାଫିକ ସମସ୍ୟା

ବରଗଡ଼ ଅଫିସ, ୪।୬: ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହୋଇପଡୁଛି। ସହରର ଭଟଲି ଛକ, ଥାନା ଛକ, ଲେଙ୍ଗୁ ମିଶ୍ର-ଲମ୍ବା ବିଲ୍‌ଡିଂ...

ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ମହମ୍ମଦ ମୁସ୍ତାକ ଦୋଷୀ ସାବ୍ୟସ୍ତ

କଟକ ଅଫିସ, ୧୯।୯:  କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ବହୁଚର୍ଚ୍ଚିତ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମହମ୍ମଦ ମୁସ୍ତାକ(୩୨)...

Advertisement
Archives

Model This Week