ପରିଦର୍ଶନ ସମୟରେ ମନ୍ତ୍ରୀ ମାସ୍କ ନ ପିନ୍ଧିବାକୁ ନେଇ ଚର୍ଚ୍ଚା

ଦେଓଗାଁ,୧୨ା୧: ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଦେଓଗାଁ ପଞ୍ଚାୟତ ସମିତି ହାଇସ୍କୁଲ ଗସ୍ତବେଳେ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ସମୟରେ ମାସ୍କ ପରିଧାନ କରି ନ ଥିଲେ। ଏହା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ମନ୍ତ୍ରୀଙ୍କ ସହ ଆସିଥିବା ଅଧିକାରୀମାନେ ମାସ୍କ ପରିଧାନ କରିଥିବା ବେଳେ ସେ କିଭଳି ପିନ୍ଧିବାକୁ ଭୂଲିଗଲେ ବୋଲି ସାଧାରଣରେ ଆଲୋଚ୍ୟର ବିଷୟ ହୋଇଛି। ଅବଶ୍ୟ ପରେ କୁତୁର୍ଲା ସୁରଧନ ହାଇସ୍କୁଲ ପରିଦର୍ଶନ ସମୟରେ ସେ ମାସ୍କ ପିନ୍ଧିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ତଳକୁ ଖସିଲା ପାରଦ: ଚାରିଆଡ଼େ ତୁଷାରପାତ, ବଢ଼ୁଛି ଶୀତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ରବିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ତାପମାତ୍ରା ତଳକୁ ଖସି ତୁଷାରପାତ ହେବା ସହ ଶୀତ...

ଅବକାରୀ ବିଭାଗର ଚଢ଼ାଉ, ୪ ଜଣଙ୍କୁ ଉଠାଇ ନେଲା ଟିମ୍‌

ଗଞ୍ଜାମ,୨୧ା୭(ଡି.ଏନ୍‌.ଏ.): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅଧିକାଂଶ ସମୟରେ ବେଆଇନ ମଦ ବିକ୍ରି ଅଭିଯୋଗ ହେଉଛି। ତେବେ ଏହି ଅଭିଯୋଗକୁ ଆଧାର କରି ପୂର୍ବ...

ଟ୍ରାନ୍ସଫର୍ମର ପୋଡି ୧୫ଦିନ ହେଲା ଜଳଯୋଗାଣ ବନ୍ଦ

ଜହ୍ନାପଙ୍କ,୧୯।୭(ଡି.ଏନ.ଏ.)-ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ନାରାୟଣ ନଗରରେ ଟ୍ରାନ୍ସଫର୍ମର ପୋଡିଯିବାରୁ ୧୫ଦିନ ହେଲା ଜଳଯୋଗାଣ ବନ୍ଦ ରହିଛି । ଫଳରେ ଲୋକମାନେ ପାଣି ପାଇଁ...

ଦେଉଳିବନ୍ଧ ଉନ୍ନତୀକରଣ କାର୍ଯ୍ୟରେ ବିଳମ୍ବ

ଗୋପାଳପୁର,୯।୬-ରଙ୍ଗେଇଲୁଣ୍ଡା ବ୍ଲକ ରାଳବସ୍ଥିତ ଦେଉଳିବନ୍ଧର ଉନ୍ନତୀକରଣ କାର୍ଯ୍ୟ ଠିକ୍‌ ଭାବେ ହେଉ ନ ଥିବା ଅଭିଯୋଗ ହେଉଛି। ୨୦୧୮ ଡିିସେମ୍ବର ୭ରୁ ଆରମ୍ଭ ହୋଇ ଏହି...

ଭାଜପାର ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ

କେନ୍ଦୁଝର, ୨୬।୪(ସ୍ବ.ପ୍ର.)-ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର ଭାଜପା କୃଷକ ମୋର୍ଚ୍ଚା ତରଫରୁ ଆନନ୍ଦପୁର ମ୍ୟୁନିସିପାଲିଟି ଅନ୍ତର୍ଗତ ପଦ୍ମପୁର ଗ୍ରାମଠାରେ ଅକ୍ଷିମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ...

କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା: ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା, କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ

କେନ୍ଦ୍ରାପଡ଼ା ଅଫିସ,୮ା୫: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଶୁକ୍ରବାର ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି ଜିଲାରେ...

ଅଗ୍ନିଶମ ସେବା ରେଞ୍ଜ୍‌ କାର୍ଯ୍ୟାଳୟ ପାଇଁ ଅର୍ଥ ଦାବି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ସମେତ ଅନୁଗୋଳ, ବାଲେଶ୍ୱର, କୋରାପୁଟ ଏବଂ ଶିଳ୍ପନଗରୀ ରାଉରକେଲାରେ ନୂତନ ଅଗ୍ନିଶମ ସେବା ରେଞ୍ଜ୍‌ କାର୍ଯ୍ୟାଳୟ ଖୋଲାଯିବ। ଏଥିପାଇଁ ୨୦୨୦-୨୧ ଆର୍ଥିକ...

ଆଜି ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୩ା୬:  ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ମହାପ୍ରଭୁଙ୍କ ଅଣସର ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ...

Advertisement
Archives

Model This Week