ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି । ଏହା ଜଣାପଡ଼ିବା ପରେ ରାଜ୍ୟ ନେତୃବୃନ୍ଦଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି।

ସେ କହିଛନ୍ତି ଯେ, ତାଙ୍କ ଉପରେ ଭରସା କରି ଏତେ ବଡ଼ ଗୁରୁ ଦାୟିତ୍ୱ ଦେଇଥିବା ଯୋଗୁ ସେ ରାଜ୍ୟ ନେତୃବୃନ୍ଦଙ୍କ ନିକଟରେ କୃତଜ୍ଞ l ବିଶେଷକରି ରାଜ୍ୟ ସଭାପତି ମନମୋହନ ସାମଲ,ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ଜିଲା ସଭାପତି ସରୋଜ ସାବତ,ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମନ୍ତ୍ରୀ ଗୋକୁଳା ନନ୍ଦ ମଲିକ,ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀ,ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଧନ୍ୟବାଦ ଜଣାଇବା ସହ ନବ ବର୍ଷ ଶୁଭେଚ୍ଛା ଏବଂ କୃତଜ୍ଞତା ଜଣାଇଛନ୍ତି। ଦୁର୍ଯ୍ୟୋଧନ ରେଡ୍ଡି ସମ୍ପାଦକ ମନୋନୀତ ହେବା ପରେ ସରପଞ୍ଚ ପ୍ରତିନିଧି ବାପି ଦାସ, ରାକେଶ ରଞ୍ଜନ ଦାସ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri