Posted inଫୁରସତ

ଦଶହରା ଉତ୍ସବ ରଦ୍ଦ: କରୋନାରେ ଆକ୍ରାନ୍ତ ହେଲେ ରାବଣ, ହସ୍ପିଟାଲରେ ଭର୍ତ୍ତି

ଦଶହରା ଉତ୍ସବ ରଦ୍ଦ ହୋଇଛି। କାରଣ ରାବଣ କରୋନା ପଜିଟିଭ ହୋଇଛନ୍ତି। ତେଣୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡ଼ିଛି। ଶୁଣିବାକୁ ଏହା ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚୟ। ହେଲେ ୨୭ ସେକେଣ୍ଡର ଏମିତି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଏହି ଭିଡିଓରେ ରାବଣର ଏକ ପ୍ରତିମୂର୍ତ୍ତିକୁ ଆମ୍ବୁଲାନ୍ସ ଉପରେ ରଖି କେଉଁଆଡେ ନିଆଯାଉଛି। ତେବେ ଉକ୍ତ ଆମ୍ବୁଲାନ୍ସରେ ସେଠୀ ହସ୍ପିଟାଲ, ଖରଖୋଦା ଲେଖାଯାଇଛି। ଏହି ଭିଡିଓକୁ ଶେୟାର କରି ଲେଖାଯାଇଛି, ରାବଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲ ନିଆଯାଉଛି। ତେଣୁ ଦଶହରା ଉତ୍ସବ ରଦ୍ଦ ହୋଇଛି।
ହରିୟାଣାର ଖରସ୍ରୋତାସ୍ଥିତ ସେଠୀ ହସ୍ପିଟାଲ ପକ୍ଷରୁ ପ୍ରତିବର୍ଷ ଦଶହରା ଉତ୍ସବ ପାଳନ କରାଯାଇଥାଏ। ତେବେ ଚଳିତ ବର୍ଷ ରାବଣର ପ୍ରତିମୂର୍ତ୍ତିକୁ ନେବା ପାଇଁ କୌଣସି ଗାଡି ମିଳି ନଥିଲା। ତେଣୁ ଆମ୍ବୁଲାନ୍ସର ଉପରେ ପ୍ରତିମୂର୍ତ୍ତିକୁ ରଖି ନିଆଯାଇଥିଲା। ଏହି ସମୟରେ କେହି ଏହାର ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିଥିବା ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri