ଦୂତି ଚାନ୍ଦଙ୍କୁ ବଡ଼ ଝଟ୍‌କା: ଡୋପ ଟେଷ୍ଟରେ ଧରାପଡିବା ପରେ ହେଲେ ନିଲମ୍ବିତ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୧: ଏସିଆନ୍‌ ଗେମ୍ସ ପୂର୍ବରୁ ଭାରତୀୟ ଧାବିକା ଦୂତି ଚାନ୍ଦଙ୍କୁ ବଡ଼ ଝଟ୍‌କା ଲାଗିଛି। ଡୋପ ଟେଷ୍ଟରେ ବିଫଳ ହେବା ପରେ ତାଙ୍କୁ ସାମୟିକ ଭାବେ ନିଲମ୍ବିତ କରାଯାଇଛି। ଦୂତି ସିଲେକ୍ଟିଭ ଆଣ୍ଡ୍ରୋଜେନ ରିସେପ୍ଟର ମଡ୍ୟୁଲେଟର ସେବନ କରୁଥିବା ଜଣାପଡିଛି। ତାଙ୍କ ନମୁନାରେ ଅନେକ ନିଷେଧ ପଦାର୍ଥ ମିଳିବା ପରେ ଓ୍ବାଲଡ ଆଣ୍ଟି ଡୋପିଂ ଏଜେନ୍ସି ଏହି ନିଲମ୍ବନ ଆଦେଶ ଜାରି କରିଛି। ଏହି ନିଲମ୍ବନ ପରେ ଦୂତି ଚାଇନାରେ ଅନୁଷ୍ଠିତ ହେବାକୁ ଥିବା ଏସିଆନ୍‌ ଗେମ୍ସରେ ଭାଗ ନେଇପାରିବେ ନାହିଁ।
ତେବେ ଏନେଇ ଦୂତି କହିଛନ୍ତି, ମୁଁ ସମ୍ପର୍କରେ କୌଣସି ଅଫଇସିଆଲ ସୂଚନା ପାଇନାହିଁ। ନିଲମ୍ବନ ବିରୋଧରେ ମୁଁ ଆବେଦନ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri