Categories: ଖେଳ

ଦୂତି ପାଇବେ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଆଥଲେଟ ଦୂତି ଚାନ୍ଦ ଅର୍ଜୁନ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଦୂତି ଚାନ୍ଦଙ୍କ ସହ ୨୭ ଜଣ ଖେଳାଳି ଅର୍ଜୁନ ପୁରସ୍କାର ପାଇବେ। ଏ ନେଇ କ୍ରୀଡା ମନ୍ତ୍ରାଳୟ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି।

Share