ଇଏ ବି ମା’

ନୂଆଦିଲ୍ଲୀ,୬ ।୩: ମାର୍ଚ୍ଚ ୮ରେ ସାରା ବିଶ୍ୱ ପାଳନ କରିବ ଅନ୍ତରାଷ୍ଟ୍ରୀୟ ମହିଳା ଦିବସ । ଏହି ଦିବସ ଅବସରରେ ସବୁ ଭେଦଭାବ ଭୁଲି ସମସ୍ତେ ଏକାଠି ହୋଇ ପାଳନ କରିବେ ମହିଳା ଦିବସ । ଏହାର ଠିକ୍ ଦୁଇ ଦିନ ପୂର୍ବରୁ ଚଣ୍ଡିଗଡ଼ରୁ ଆସିଥିବା ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ଜଣେ କର୍ତ୍ତବ୍ୟରତ ମହିଳା ପୋଲିସ କୋଳରେ ନିଜ ସନ୍ତାନକୁ ଧରି ନିଜର କର୍ତ୍ତବ୍ୟ କରି ଚାଲିଛନ୍ତି । ଟୁଇଟରରେ ଏହି ଭିଡିଓକୁ ଖୁବ୍ ପ୍ରଶଂସା କରାଯାଉଛି । ଏହାକୁ ଉତ୍ତର ପ୍ରଦେଶ ପୋଲିସ କନଷ୍ଟେବଳ ସଚିନ କୌଶିକ ନିଜ ଟୁଇଟରରେ ଅପଲୋଡ କରିଥିବା ଜଣାପଡିଛି । ଯେଉଁଥିରେ ସେ ଲେଖିଛନ୍ତି ‘ମମତ୍ୱ ଓ କର୍ତ୍ତବ୍ୟକା ସଙ୍ଗମ’ । ଏବେ ଏହି ଭିଡିଓକୁ ୭ ହଜାରରୁ ଅଧିକ ଭିୟୁଜ ମିଳି ସାରିଲାଣି । ଆଉ ୨ଶହରୁ ଅଧିକ ଥର ଟୁଇଟ୍ କରାଯାଇ ସାରିଲାଣି । ଏହାସହ ୧ ହଜାରରୁ ଅଧିକ ଲାଇକ୍ସ ମିଳି ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

ଆକାଶରେ ଦେଖାଯାଉଥିବା ତାରା ଜିଅନ୍ତା ଅଟନ୍ତି? ସତ ଜାଣିଲେ ଚମକି ପଡିବେ…

ଆକାଶରେ ଚମକୁଥିବା ପ୍ରତ୍ୟେକ ତାରା ପଛରେ ଆଶ୍ଚର୍ଯ୍ୟଜନକ ରହସ୍ୟ ଲୁଚି ରହିଛି। ରାତିରେ ଆପଣ ଯେଉଁ ତାରାସବୁ ଦେଖନ୍ତି, ତାହା ହୁଏତ ସେଗୁଡ଼ିକର ବର୍ତ୍ତମାନ ନୁହେଁ ବରଂ…

ଆନ୍ଦୋଳନକୁ ଓହ୍ଲାଇଲେ Gen-Z କୃଷକ, କଲେ ଏହି ୨ ଦାବି; ବଢିଲା ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ, ୨୯।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାରକୃଷକମାନଙ୍କର ପ୍ରଦର୍ଶନ ଜାରି ରହିଛି। ‘କିଷାନ କ୍ରାନ୍ତି ପଦଯାତ୍ରା’ ଭୋପାଳରେ ପହଞ୍ଚିସାରିଛି ଏବଂ ବର୍ତ୍ତମାନ ଆନ୍ଦୋଳନରତ କୃଷକମାନେ ଭୋପାଳରେ ମୁଖ୍ୟମନ୍ତ୍ରୀ…

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

‘ରାହୁଲ ଗାନ୍ଧୀଙ୍କୁ ବିବାହ ପାଇଁ ମନାନ୍ତୁ’, କାହାକୁ ଏମିତି ଅନୁରୋଧ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୨୯।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ମହମ୍ମଦ ଇରଫାନ ସୋସିଆଲ ମିଡ଼ିଆରେ ବେଶ ଛାଇ ହୋଇ ରହିଛନ୍ତି। ଜନ୍ତର-ମନ୍ତରରେ ପ୍ରଦର୍ଶନ ସମୟର ତାଙ୍କର…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ଜିଲାପାଳଙ୍କ ବଡ଼ ସୂଚନା: ଗଞ୍ଜାମ ଲକ୍ଷ୍ୟ ନିକେତନ ଭଳି ପ୍ରଶିକ୍ଷଣ ଏବେ ପଞ୍ଚାୟତସ୍ତରରେ, ଛାତ୍ରୀଛାତ୍ରଙ୍କୁ…

ଛତ୍ରପୁର, ୨୯।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ) : ଭାରତବର୍ଷରେ ପ୍ରଶାସନିକ ସେବା ଗୌରବମୟ ଏବଂ ଉଚ୍ଚକୋଟୀ ଚାକିରି ଭାବେ ପରିଚିତ ଅଟେ। ଏହାକୁ ପାଇବାକୁ ହେଲେ ଆଶାୟୀ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri