Posted inଜାତୀୟ

୨୦୨୩ରେ କାର୍ଯ୍ୟକ୍ଷମ ହେବ ଦ୍ୱାରକା ଏକ୍ସପ୍ରେସ୍‌ଓ୍ବେ: ୨୯ କି.ମି ପାଇଁ ଖର୍ଚ୍ଚ ହୋଇଛି ୯ ହଜାର କୋଟି

ନୂଆଦିଲ୍ଲୀ,୧୨ା୭: ୨୦୨୩ରୁ କାର୍ଯ୍ୟକାରୀ ହେବ ଦ୍ୱାରକା ଏକ୍ସପ୍ରେସ୍‌ ଓ୍ବେ। ଏନେଇ ସଡ଼କ ପରିବହନ ରାଷ୍ଟ୍ରମନ୍ତ୍ରୀ ନୀତୀନ ଗଡ଼କରୀ ଏହି ସୂଚନା ଦେଇଛନ୍ତି। ଉକ୍ତ ଏକ୍ସପ୍ରେସ୍‌ ଓ୍ବେକୁ ନର୍ଦନ ପେରିଫେରାଲ ରୋଡ୍‌ (ଏନ୍‌ପିଆର୍‌) ମଧ୍ୟ କୁହାଯାଏ। ତେବେ ଏହା ଦେଶର ପ୍ରଥମଏଲିଭେଟେଡ୍‌ ଅର୍ବାନ ଏକ୍ସପ୍ରେସ୍‌ ଓ୍ବେ। ଏକ୍ସପ୍ରେସ୍‌ ଓ୍ବେ କାର୍ଯ୍ୟକାରୀ ହେବା ଦ୍ୱାରା ଦିଲ୍ଲୀ-ଗୁରୁଗ୍ରାମ ଏକ୍ସପ୍ରେସ୍‌ ଓ୍ବେ’ରେ ଜମୁଥିବା ଗହଳି କମିବ ବୋଲି ଗଡ଼କରୀ କହିଛନ୍ତି। ଏହି ୧୬ ଲେନ୍‌ ବିଶିଷ୍ଟ ଏକ୍ସପ୍ରେସ୍‌ ଓ୍ବେରେ ଅନୂ୍ୟନ ୩ଟି ଲେନ୍‌ରେ ଉଭୟ ପାର୍ଶ୍ୱରେ ଯିବା ଆସିବା ବ୍ୟବସ୍ଥା କରାଯିବ। ଦିଲ୍ଲୀର ଦ୍ୱାରକାରୁ ହରିୟାଣାର ଗୁରୁଗ୍ରାମକୁ ଏହି ଏକ୍ସପ୍ରେସ୍‌ ଓ୍ବେ ସଂଯୋଗ କରିବ। ୯ହଜାର କୋଟି ବିନିମୟରେ ନିର୍ମାଣ ହୋଇଥିବା ଏହି ପ୍ରକଳ୍ପର ଲମ୍ବ ୨୯ କି.ମି. ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି କେ.ଏଲ୍‌ ଶର୍ମା, ଯାହାଙ୍କୁ ଆମେଠିରୁ ଟିକେଟ୍‌ ଦେଲା କଂଗ୍ରେସ

ଲକ୍ଷ୍ନୌ,୩ା୫: କଂଗ୍ରେସ କମିଟି (ଏଆଇସିସି) ଆମେଠି ଏବଂ ରାଏବରେଲି ଆସନରୁ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ ତାହା ଶୁକ୍ରବାର ସ୍ପଷ୍ଟ କରିଛି। କଂଗ୍ରେସ ଆମେଠି ବଦଳରେ ରାଏବରେଲି...

ଓଡ଼ିଶା ଆସିବେନି ରାହୁଲ

ନୂଆଦିଲ୍ଲୀ,୩ା୫: ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି...

ମହିଳାଙ୍କ ଅପେକ୍ଷା ପୁରୁଷଙ୍କଠାରେ ଅକାଳ ମୃତ୍ୟୁ ଆଶଙ୍କା ଅଧିକ

ନୂଆଦିଲ୍ଲୀ, ୩।୫:ମହିଳାଙ୍କ ଅପେକ୍ଷା ପୁରୁଷଙ୍କ ଠାରେ ଅକାଳ ମୃତ୍ୟୁର ଆଶଙ୍କା ଅଧିକ ରହିଥାଏ। ସେହିପରି ପୂରା ଜୀବନ କାଳ ମଧ୍ୟରେ ପୁରୁଷଙ୍କ ଅପେକ୍ଷା ମହିଳାମାନେ ଅଧିକ...

ଶେଷରେ ସବୁ ଚର୍ଚ୍ଚାର ଘଟିଲା ଅନ୍ତ: ରାଏବରେଲି-ଆମେଠିରୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୩।୫: ନାମାଙ୍କନପତ୍ରର ଶେଷ ଦିନରେ କଂଗ୍ରେସ ଉତ୍ତରପ୍ରଦେଶର ରାଏବରେଲି ଏବଂ ଆମେଠି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇଟି ଆସନରେ...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

ସର୍ଭେ ଆଳରେ ଭୋଟର ପଞ୍ଜୀକରଣ ମନା

ନୂଆଦିଲ୍ଲୀ,୩ା୫(ପି.ଟି.):ସର୍ଭେ ଆଳରେ ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ସେମାନଙ୍କର ପ୍ରସ୍ତାବିତ ଲାଭଦାୟକ ଯୋଜନା ପାଇଁ ଭୋଟରମାନଙ୍କୁ ପଞ୍ଜୀକୃତ କରାଉଥିବା ଜଣାପଡ଼ିବା ପରେ ନିର୍ବାଚନ କମିଶନ (ଇସି)...

କୋଭିଶିଲ୍ଡ ପାର୍ଶ୍ୱ ପ୍ରତିକ୍ରିୟା: ସୁପ୍ରିମକୋର୍ଟରେ କ୍ଷତିପୂରଣ ଦାବି

ନୂଆଦିଲ୍ଲୀ,୩ା୫:କରୋନା ପ୍ରତିଶେଧକ ଟିକା କୋଭିଶିଲ୍ଡର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ସମ୍ପର୍କରେ ଅଷ୍ଟ୍ରାଜେନିକା କମ୍ପାନୀ ସ୍ବୀକାର କରିବା ପରେ ଏହାର ଯାଞ୍ଚ ପାଇଁ ଜଣେ ଆଇନଜୀବୀ ସୁପ୍ରିମକୋର୍ଟଙ୍କ...

ଡିସିଡବ୍ଲ୍ୟୁର ୨୨୩ କର୍ମଚାରୀଙ୍କୁ ବହିଷ୍କାର

ନୂଆଦିଲ୍ଲୀ,୨ା୫: ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ଅନୁମୋଦନ କ୍ରମେ ଦିଲ୍ଲୀ ମହିଳା କମିଶନ (ଡିସିଡବ୍ଲ୍ୟୁ)ର ୨୨୩ଜଣ ଠିକା କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସେମାନଙ୍କୁ ବହିଷ୍କାର କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri