୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ କ୍ଷେତ୍ର। ବର୍ତ୍ତମାନ ସମୟରେ ଆଗଧାଡ଼ିର ନାୟିକା ଭାବେ ସେ ଅର୍ଜିଛନ୍ତି ସୁନାମ। ହେଲେ ଦିନ ଥିଲା ତାଙ୍କୁ ବିଜ୍ଞାପନଟିଏ ମିଳୁ ନ ଥିଲା। ଯଦି ବି ମିଳୁଥିଲା, ଶେଷ ମୂହୁର୍ତ୍ତରେ ତାଙ୍କ ସ୍ଥାନରେ ଅନ୍ୟଜଣଙ୍କୁ ନିଆଯାଉଥିଲା। ଏକ ସାକ୍ଷାତକାରରେ ଅନୁଷ୍କା ନିଜର ସଂଘର୍ଷର ଦିନକୁ ମନେ ପକାଇଥିଲେ।

ଅନୁଷ୍କା ୧୫ ବର୍ଷ ବୟସରେ ଗ୍ଲାମରଜଗତରେ ନାମ କମାଇବାକୁ ଚେଷ୍ଟା କରିଥିଲେ। ହେଲେ ତାଙ୍କୁ ଅସୁନ୍ଦର ବୋଲି କହି ମନା କରିଦିଆଯାଉଥିଲା। ମାନସିକ ଭାବେ ସେ ଏଭଳି ଘଟଣାରେ ପ୍ରଭାବିତ ହୋଇଥିଲେ। ହେଲେ ପରବର୍ତ୍ତୀ ସମୟରେ ପରିସ୍ଥିତି ବଦଳିବା ସହ ନିଜକୁ ଜଣେ ସଫଳ ଅଭିନେତ୍ରୀ ଭାବେ ପ୍ରମାଣିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ୍‌ ପୂର୍ବରୁ ବିବାଦରେ ଫିଲ୍ମ ‘ପାନିପତ’

ମୁମ୍ବାଇ: ରିଲିଜ୍‌ ପୂର୍ବରୁ ବିବାଦ ଘେରକୁ ଚାଲିଆସିଛି ନିର୍ଦ୍ଦେଶକ ଆଶୁତୋଷ ଗୋଓ୍ବାରିକରଙ୍କ ଫିଲ୍ମ ‘ପାନିପତ’। ଉକ୍ତ ଫିଲ୍ମରେ ମହାନ ମରାଠା ସେନାପତି ଓ ତାଙ୍କର ଦ୍ୱିତୀୟ...

କରୀନାଙ୍କ ଏହି ନଣଦ ସମ୍ଭାଳନ୍ତି ପଟୌଦୀ ଖାନ୍‌ଦାନ୍‌ର ସମ୍ପତ୍ତି

ପଟୌଦୀ ଖାନଦାନର ପ୍ରାୟ ସମସ୍ତ ସଦସ୍ୟ ବଲିଉଡ୍‌ରେ ବେଶ୍‌ ପରିଚିତ। ଶର୍ମିଲା ଟାଗୋରଙ୍କଠାରୁ ଆରମ୍ଭ କରି ସୈଫ୍‌ ଅଲ୍ଲୀ ଖାନ୍‌, ସୋହା ଅଲ୍ଲୀ ଖାନ୍‌, କରୀନା...

ରିଲିଜ୍‌ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ ‘୮୩’

ମୁମ୍ବାଇ: କବୀର ଖାନଙ୍କ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଫିଲ୍ମ ‘୮୩’ ଗୁରୁବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛିି। ଏହାକୁ ଦେଖିବା ପାଇଁ ଅନେକ ଦର୍ଶକ ଅପେକ୍ଷା...

ଟଙ୍କା ଖର୍ଚ୍ଚ କରିବା ପୂର୍ବରୁ ସ୍ତ୍ରୀଙ୍କଠାରୁ ଅନୁମତି ନିଅନ୍ତି ଶାହିଦ୍‌

ବଲିଉଡ୍‌ ଅଭିନେତା ଶାହିଦ କପୁରଙ୍କ ଅଭିନୀତ ଫିଲ୍ମ ‘ଜର୍ସି’ ନିକଟରେ ରିଲିଜ ହୋଇଯାଇଛି। ଫିଲ୍ମକୁ ଦର୍ଶକମାନେ ମଧ୍ୟ ପସନ୍ଦ କରୁଛନ୍ତି। ‘ଜର୍ସି’ ହେଉଛି ସାଉଥ ଫିଲ୍ମ...

୩୭ ବର୍ଷରେ ସାଉଥ୍‌ ଫିଲ୍ଟ ଷ୍ଟାର୍‌ ଆଲୁ ଅର୍ଜୁନ: ଆକ୍ସନ୍‌ ସିନ୍‌ ଭାରି ପସନ୍ଦ

ଚେନ୍ନାଇ: ସାଉଥ୍‌ ଫିଲ୍ଟ ଷ୍ଟାର୍‌ ଆଲୁ ଅର୍ଜୁନ ବୁଧବାର ୩୭ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୩ ଏପ୍ରିଲ ୮ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ଛୋଟ...

‘କଲଙ୍କ’ରେ ଭୂମିକାକୁ ନେଇ ଖୁସି

ମୁମ୍ବାଇ,୨୦ା୪(ଆଇଏଏନ୍‌ଏସ୍‌): ଅଭିଷେକ୍‌ ବର୍ମନଙ୍କ ଚଳଚ୍ଚିତ୍ର ‘କଲଙ୍କ’ରେ ନିଜର ଭୂମିକାକୁ ନେଇ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ ଏଥିରେ ଅଭିନେତା ଆଦିତ୍ୟ ରୟ...

ରବିନା ନାତିଙ୍କୁ ଦେଲେ ସ୍ପେଶାଲ ଉପହାର

ମୁମ୍ବାଇ: ବଲିଉଡ୍‌ ନାୟିକା ରବିନା ଟଣ୍ଡନ ନିକଟରେ ଜେଜେମା’ ହୋଇଥିଲେ। ରବିନାଙ୍କ ଝିଅ ଛାୟା ନିକଟରେ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଏବେ ସେ ତାଙ୍କ...

ଜସ୍ମିନ-ଅଲିଙ୍କ ବ୍ରେକ୍‌ଅପ୍‌!

ବମ୍ବେ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଅଲି ଗୋନି ଏବଂ ଜାସ୍ମିନ ଭସିନ ଅନ୍ୟତମ। ବିଗ୍‌ ବସ୍‌ ଘରେ ଉଭୟଙ୍କୁ ପ୍ରଥମେ ଯୋଡ଼ି ଭାବେ...

Advertisement
Archives

Model This Week