ଇ ବ୍ୟାଙ୍କିଙ୍ଗ୍‌ କରୁଥିଲେ …

ସଭିଙ୍କ ପାଇଁ ବିଶେଷକରି ମହିଳାମାନେ ବାହାରକୁ ଗଲେ ପର୍ସରେ କ୍ୟାଶ୍‌ ରଖି ଯାଉଥିବାରୁ ଟଙ୍କା ଚୋରି, ଡକାୟତି ଇତ୍ୟାଦିର ଆଶଙ୍କା ରହିଥାଏ; ଯାହାକି ଇ-ବ୍ୟାଙ୍କିଙ୍ଗ ଆସିବା ପରଠୁ ବହୁମାତ୍ରାରେ କମିଯାଇଛି। ହେଲେ ଏଥିରେ ବି ବିଭିନ୍ନ ସମସ୍ୟାର ଆଶଙ୍କା ରହିଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ଇ-ବ୍ୟାଙ୍କିଙ୍ଗ କରୁଥିଲେ କେତୋଟି ଦିଗ ପ୍ରତି ଧ୍ୟାନ ଦିଅନ୍ତୁ …
ଲ୍ୟାପ୍‌ଟପ୍‌ କିମ୍ବା ମୋବାଇଲ୍‌ରେ ଅନ୍‌ଲାଇନ୍‌ ଟ୍ରାଞ୍ଜାକ୍ସନ୍‌ କରୁଥିଲେ କୌଣସି ଲାଇସେନ୍ସ ଆଣ୍ଟିଭାଇରସ୍‌ ଲୋଡ୍‌ କରନ୍ତୁ। କାରଣ ଫ୍ରି ଆଣ୍ଟିଭାଇରସ୍‌ରେ ଅନେକ ସମୟରେ ହ୍ୟାକର୍‌ମାନଙ୍କୁ ଆପଣଙ୍କ ଡିଟେଲ୍‌ସ ମିଳିବାରେ ସହଜ ହୋଇଥାଏ।
ବ୍ୟାଙ୍କିଙ୍ଗ୍‌ କରୁଥିଲେ ଟ୍ରାଞ୍ଜାକ୍ସନ ସରିବା ପରେ ଲଗ୍‌ଆଉଟ୍‌ କରନ୍ତୁ।
ଏଭଳି ରଖନ୍ତୁ, ଯେପରି ଅନ୍ୟମାନଙ୍କୁ ଏହା ଜାଣିବା କିମ୍ବା ହ୍ୟାକ୍‌ କରିବା ସହଜ ହେବ ନାହିଁ। ନିଜ ପାସ୍‌ୱାର୍ଡ ଅନ୍ୟ ସହ ଶେୟାର କରନ୍ତୁ ନାହିଁ।
ପର୍ସନାଲ କମ୍ପ୍ୟୁଟର୍‌, ଲ୍ୟାପ୍‌ଟପ୍‌ କିମ୍ବା ମୋବାଇଲ୍‌ରେ ହିଁ ନେଟ୍‌ ବ୍ୟାଙ୍କିଙ୍ଗ୍‌ କରନ୍ତୁା କାରଣ ପବ୍ଲିକ୍‌ କମ୍ପ୍ୟୁଟର୍‌ କିମ୍ବା ସାଇବର୍‌ କାଫେରେ ଏହା ଅସୁରକ୍ଷିତା
ମୋବାଇଲ୍‌ରେ ନେଟ୍‌ ବ୍ୟାଙ୍କିଙ୍ଗ୍‌ କରୁଥିଲେ କୌଣସି ଆପ୍ଲିକେଶନ୍‌ ଡାଉନ୍‌ଲୋଡ୍‌ କରିବା ପୂର୍ବରୁ ସେଥିରେ କେଉଁସବୁ ଡାଟା ଏବଂ ଡିଟେଲ୍ସ ଆବଶ୍ୟକ ହେଉଛି ତାହାକୁ ଭଲ ଭାବେ ପଢିବା ପରେ ଇନ୍‌ଷ୍ଟଲ କରନ୍ତୁ। ନଚେତ୍‌ ଏହା ଆପଣଙ୍କୁ ଅସୁବିଧାରେ ପକାଇପାରୋ।


Enter your email to get our daily news in your inbox.

All Right Reserved By Dharitri.Com

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

ବିଶ୍ୱକର୍ମା ପୂଜାରୁ ଆରମ୍ଭ ହେବ ସିଂହ ସମେତ ଏହି ରାଶିଙ୍କ ପାଇଁ ଭଲ ଦିନ: ସୂର୍ଯ୍ୟଙ୍କ କୃପାରୁ ମିଳିବ ମନଚାହାଁ ସଫଳତା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନର ପ୍ରଭାବ ସମସ୍ତ ରାଶି ଉପରେ ଭିନ୍ନ ଭିନ୍ନ ଭାବେ ପଡ଼ିଥାଏ। ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ଗ୍ରହମାନଙ୍କ…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ପିତୃପକ୍ଷରେ ବଦଳିବ ଭାଗ୍ୟ! ଲକ୍ଷ୍ମୀନାରାୟଣ ଯୋଗରେ ୪ ରାଶିଙ୍କୁ ମିଳିବ ଫାଇଦା ହିଁ ଫାଇଦା, ବ୍ୟବସାୟରେ ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଯୁତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଶୁଭ ଗ୍ରହ ଏକାଠି ଆସିଲେ ଏହାର ପ୍ରଭାବ ବିଭିନ୍ନ ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ।…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?