Posted inଖେଳ

ନୂଆ ଆଇପିଏଲ ଦଳ ପାଇଁ ଇ-ବିଡିଂ ଯୋଜନା କରୁଛି ବିସିସିଆଇ

ମୁମ୍ବାଇ,୧୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅକ୍ଟୋବର ୧୭ ତାରିଖରେ ଦୁଇ ନୂଆ ଆଇପିଏଲ ଦଳ ଲାଗି ବିଡିଂ ପ୍ରକ୍ରିୟା ଆୟୋଜନ କରାଯିବ। ତେବେ ଏହା ଏକ ଇ-ବିଡିଂ ହେବ ବୋଲି ବିସିସିଆଇ ସୂତ୍ରରୁ ଜଣାପଡ଼ିଛି। ଗତ ଅଗଷ୍ଟ ୩୧ ତାରିଖରେ ଆଇପିଏଲର ନୂଆ ଫ୍ରାଞ୍ଚାଇଜ କିଣିବାକୁ ଇଚ୍ଛୁକ ଥିବା ପାର୍ଟିଙ୍କ ଲାଗି ଟେଣ୍ଡର ଆମନ୍ତ୍ରଣ କରିଛି ବିସିସିଆଇ। ଏହି ଟେଣ୍ଡର ତଥା ଆଇଟିଟି ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଉପଲବ୍ଧ ରହିବ।

”ଆଇପିଏଲର ୨୦୨୨ ସିଜନରେ ଭାଗ ନେବାକୁ ଥିବା ପ୍ରସ୍ତାବିତ ଦୁଇଟି ନୂଆ ଦଳର ମାଲିକାନା ଅଧିକାର ନିଲାମ ପାଇଁ ଏକ ଟେଣ୍ଡର ଦ୍ୱାରା ଆଇପିଏଲର ଗଭର୍ନିଂ କମିଟି ଆମନ୍ତ୍ରଣ କରିଛି। ଇଚ୍ଛୁକ ପାର୍ଟିଙ୍କୁ ବିଡ୍‌ ଦାଖଲ କରିବା ଲାଗି ଆଇଟିଟି କିଣିବା ଦରକାର। ତେବେ କେବଳ ଆଇଟିଟିରେ ଧାର୍ଯ୍ୟ ମାନଦଣ୍ଡକୁ ପୂରଣ କରୁଥିବା ପାର୍ଟିମାନେ ନିଲାମ ପ୍ରକ୍ରିୟାରେ ଭାଗ ନେଇପାରିବେ“ ବୋଲି ବିସିସିଆଇ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର

ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ…

ଫେରାର୍‌ ହେବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଜବତ ହେଲା…

ଆନନ୍ଦପୁର/ହାଟଡିହୀ,୮l୬(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବିଦେଶୀ ମଦ ରଖିବା ଏବଂ ବିକ୍ରି କରିବା ଅଭିଯୋଗରେ ସୋମବାର ପୁରୁଣାଘାଟି ଗ୍ରାମର ସନାତନ ହୋଙ୍କ…

ଇରାନ-ଇସ୍ରାଏଲ ମହାଯୁଦ୍ଧ ଆରମ୍ଭ! ବାଜିଲା ସାଇରନ, ୨୪ ଘଣ୍ଟାରେ ବଦଳିଗଲା ମଧ୍ୟପ୍ରାଚ୍ୟର ଚିତ୍ର

ତେହରାନ, ୮।୬: ପଶ୍ଚିମ ଇରାନରେ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ସମସ୍ତ ବିମାନବନ୍ଦରକୁ ବନ୍ଦ କରିଦିଆଯାଇଛି। ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ସମ୍ଭବ ଯେକୌଣସି ଉପାୟରେ ଇରାନ ଛାଡ଼ିବାକୁ…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଜଣକ ପରେ ଜଣେ ୨୦ ଏମ୍‌ପି ଛାଡ଼ିଲେ ସାଥ୍‌, ତଥାପି ‘ଦିଦି’ଙ୍କ ସହ ପାହାଡ଼ ଭଳି ଛିଡ଼ା ହେଲେ ଏହି ୨ ବିହାରୀ ବାବୁ! ଜାଣନ୍ତୁ ସେମାନେ କିଏ…

କୋଲକାତା, ୮।୬: ପଶ୍ଚିମବଙ୍ଗ ରାଜନୀତିରେ ଏହି ସମୟରେ ମମତା ବାନାର୍ଜୀ ଏବଂ ଟିଏମସି (TMC) ଉପରେ ଏକ ବଡ଼ ପ୍ରକମ୍ପନ ସୃଷ୍ଟି ହୋଇଛି। ଏହି ପ୍ରକମ୍ପନ ତୃଣମୂଳ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି।…

ସପ୍ତାହେ ବିତିଲା ସରପଞ୍ଚଙ୍କ ଧାରଣା: ଦେଲେ ଚେତାବନୀ, ଯଦି ରାଜ୍ୟ ସରକାର ଭତ୍ତା ଟଙ୍କା ପ୍ରଦାନ ନ କରନ୍ତି…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନ ୨୫ ପଞ୍ଚାୟତ ଏବଂ ଦିଗପହଣ୍ଡି ଏନଏସି ଅଧୀନ ୧୦ ୱାର୍ଡର ୭୧୫ ହିତାଧିକାରୀଙ୍କୁ ଇନ୍ଦିରା ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri