ବାଇକ ମୁହାଁମୁହିଁ: ୨ ମୃତ, ୨ ଗୁରୁତର

ପାରଳାଖେମୁଣ୍ଡି,୧୨।୪(ଡି.ଏନ୍‌.ଏ.): ଗଜପତି ଜିଲା ଗୋସାଣି ବ୍ଲକର ଗାରବନ୍ଧ ଥାନା ଅନ୍ତର୍ଗତ ରାଉତପୁର ଗ୍ରାମରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ଆନ୍ଧ୍ରପ୍ରଦେଶ ମୁଳୁପୁଡି ଗ୍ରାମର ଟି. ହିରିସ (୪୦) ଓ ଚିନ୍ତାପାଲି ଗ୍ରାମର ତୁଳସୀ ଦାସ (୩୬)। ଗୁରୁତର ଗୋକନପୁରମ ଗ୍ରାମର ବି.ଲୋକେଶୁ (୨୦) ଓ ସୁଣ୍ଡିପୁଡି ଗ୍ରାମର ପି.ତୁଲୁସୀ ରାଓ (୩୬)ଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ ଗାରବନ୍ଧ ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି। ଜିଲା ଦେଇ ଆନ୍ଧ୍ର ଯାଉଥିବା ଏକ ବାଇକ ଓ ଆନ୍ଧ୍ରରୁ ଗାରବନ୍ଧ ପଟେ ଆସୁଥିବା ଅନ୍ୟ ଏକ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧ ମାର୍ଚ୍ଚରୁ ବନ୍ଦ ହୋଇଯିବ ଏମାନଙ୍କର ହ୍ବାଟ୍ସଆପ! ଲକ୍ଷ ଲକ୍ଷ ବ୍ୟବହାରକାରୀଙ୍କୁ ପ୍ରଭାବିତ କରିବ ନୂଆ ନିୟମ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୭।୨: SIM-Binding ନିୟମ ସମ୍ପର୍କରେ ଚିତ୍ର ଏବେ ସ୍ପଷ୍ଟ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର ସରକାର ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ମେସେଜିଂ ଆପ…

ବାପାଙ୍କ ମୃତ୍ୟୁ ପରେ ରିଙ୍କୁ ସିଂ ପରବର୍ତ୍ତୀ ମ୍ୟାଚ ଖେଳିବେ ନା ନାହିଁ? BCCI ଦେଲା ବଡ଼ ସୂଚନା

ନୂଆଦିଲ୍ଲୀ,୨୭।୨: ଟିମ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂଙ୍କ ପିତା ଖାନଚାନ୍ଦ ସିଂଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ।…

ଆକ୍ସନରେ ପ୍ରଶାସନ: ଇଟା ଭାଟିରେ ଚଢ଼ିଲା ବୁଲ୍‌ଡୋଜର

ଆସିକା,୨୭।୨: ଗଞ୍ଜାମ ଜିଲା ଋଷିପୁର ନିକଟରେ ଥିବା ବେଆଇନ ଇଟା ଭାଟିରେ ଶୁକ୍ରବାର ବୁଲ୍‌ଡୋଜର ଚଢିଛି। ତହସିଲଦାରଙ୍କ ସହ ସ୍ଥାନୀୟ ପୋଲିସ ଉପସ୍ଥିତରେ କଟାଯାଇଥିବା ହଜାର ହଜାର…

ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି…

ବିବାହ ପରେ ପ୍ରଥମଥର ଏକାଠି ନଜର ଆସିଲେ ରଶ୍ମିକା-ବିଜୟ, ବିମାନବନ୍ଦରରେ ଗ୍ରାଣ୍ଡ ଓ୍ବେଲକମ୍‌ କଲେ ପ୍ରଶଂସକ

ମୁମ୍ବାଇ: ଦକ୍ଷିଣ ସିନେମାର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଫେବୃଆରୀ ୨୬ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହ ପରେ…

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

ଚତୁର୍ଥୀ କରିବାକୁ ରାଜି ହେଲେନି ନବବଧୂ, ଶାଶୁ କଲେ ଏମିତି କାମ, ଭିଡିଓ ଦେଖିଲେ…

ଲକ୍ଷ୍ନୌ,୨୭।୨: ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ଭିଡିଓ ଭାଇରାଲ ହେଉଛି। କିଛି ଲୋକଙ୍କୁ ହସାଇଥାଏ, ଆଉ କିଛି ସେମାନଙ୍କୁ ଚକିତ କରିଦିଏ। କେତେବେଳେ ଏପରି ଭିଡିଓ ସାମ୍ନାକୁ…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri