ଜଳିଗଲା ଇ-ବାଇକ ଶୋ’ରୁମ୍‌

ଅମରପାଲି,୬।୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତ୍ରିବେଣୀ ଛକଠାରେ ଥିବା ସତ୍ୟନାରାୟଣ ଇ-ବାଇକ ଶୋ’ରୁମରେ ଅଗ୍ନିକାଣ୍ଡ ଘଟିଛି। ନିଆଁଲାଗି ଶୋରୁମ୍‌ରେ ଥିବା ୨୧ଟି ନୂତନ ଇ-ବାଇକ ସହିତ ଅନ୍ୟାନ୍ୟ ଉପକରଣ ପୋଡି ନଷ୍ଟ ହୋଇଯାଇଛି।

ବୁଧବାର ରାତିରେ ମାଲିକ ପୂର୍ଣ୍ଣଚନ୍ଦ୍ର ମେହେର ଶୋ’ରୁମ ବନ୍ଦ କରି ଘରକୁ ଯାଇଥିଲେ। ହେଲେ ବିଳମ୍ବିତ ରାତିରେ ଶୋ’ରୁମ ଭିତରୁ ଧୂଆଁ ବାହାରୁ ଥିବା ଦେଖିବାକୁ ମିଳିଥିଲା। ଖବର ପାଇ ବୀରମହାରାଜପୁର ଦମକଳ ବାହିନୀ ଆସି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ଶୋ’ରୁମ୍‌ ପୋଡି ନଷ୍ଟ ହୋଇଯାଇଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri