ସହରାଞ୍ଚଳରେ ୨ ଗୁଣ ବଢ଼ିଲେ ଇ-କମର୍ସ ଗ୍ରାହକ

ନୂଆଦିଲ୍ଲୀ,୩୦।୮:ମହାମାରୀ ସମୟରେ ସହରାଞ୍ଚଳଗୁଡିକରେ ଇ-କମର୍ସ କମ୍ପାନୀଗୁଡିକର କାରବାର ବେଶ୍‌ ଉନ୍ନତ ରହିଥିବା ଜଣାପଡିଛି। ସହରାଞ୍ଚଳରେ ଗତ ୩ ମାସରେ ଇ-କମର୍ସ ଗ୍ରାହକଙ୍କ ସଂଖ୍ୟା ୨ ଗୁଣ ବଢିଛି। ଇ-କମର୍ସର ପ୍ରାୟ ୫୦% ନୂଆ ଗ୍ରାହକ ଟାୟାର ୧ ଏବଂ ୨ ସହରରୁ ଯୋଡ଼ି ହୋଇଥିବା କନ୍‌ସଲଟିଂ ଫାର୍ମ କାଣ୍ଟର ପକ୍ଷରୁ ସୂଚନା ଦିଆଯାଇଛି। ଗ୍ରାହକଙ୍କ ପାଇଁ ଆମାଜନ ଏବଂ ଗୁଗଲ ଭରସାଯୋଗ୍ୟ ପ୍ଲାଟ୍‌ଫର୍ମ ହୋଇପାରିଛି। କ୍ରୟ କରିବା ପୂର୍ବରୁ ଲୋକମାନେ ଏହି ପ୍ଲାଟ୍‌ଫର୍ମ ଉପରେ ବେଶି ନିର୍ଭର କରୁଥିବା ଜଣାପଡିଛି। ମହାମାରୀ ପୂର୍ବରୁ ସହରାଞ୍ଚଳରେ ୨୨% ସକ୍ରିୟ ଗ୍ରାହକ ରହିଥିଲେ। ମାତ୍ର ବର୍ତ୍ତମାନ ଏହା ୪୨%କୁ ବୃଦ୍ଧି ଘଟିଛି। ଲୋକମାନେ ଗ୍ରସେରି , ଘରକରଣା ସାମଗ୍ରୀ, ପର୍ସନାଲ କେୟାର, ବିୟୁଟି ପ୍ରଡକ୍ଟ, ମୋବାଇଲ,ଓ୍ବେରଲେସ ଏବଂ ଆସୋସୋରିଜ ବର୍ଗରେ ବେଶି ସାମଗ୍ରୀ କିଣିଥିବା ନଜରକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri