ବଳାତ୍କାର ପ୍ରସଙ୍ଗ: ମାନବାଧିକାର କମିଶନଙ୍କୁ ଭେଟିଲା ଭାଜପା

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ):ମହିଳାଙ୍କ ପ୍ରତି ସରକାର ଓ ପ୍ରଶାସନର ଉଦାସୀନତା ମନୋଭାବ ଯୋଗୁ ବଳାତ୍କାର, ଘରୋଇ ହିଂସା ଏବଂ ହତ୍ୟା ଘଟଣା ବୃଦ୍ଧି ପାଉଛି। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର ଜଣେ ଛାତ୍ରୀଙ୍କୁ କିଛି ଦୃର୍ବୁତ ମେ ୧୦ରେ ଏକ ନଦୀ ପଠାରେ ବଳାତ୍କାର ଓ ହତ୍ୟା କରିଥିଲେ। ଘଟଣାକୁ ୫ ମାସ ବିତିଥିଲେ ମଧ୍ୟ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିପାରିନି। କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନି ବୋଲି ପୀଡିତାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଥିବା ଭାଜପା କହିଛି। ନ୍ୟାୟ ଦାବିରେ ଭାଜପାର ଏକ ପ୍ରତିନିଧି ଦଳ ରାଜ୍ୟ ମାନବଅଧିକାର କମିଶନଙ୍କୁ ଭେଟିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri