ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ତାରିଖ ସୁଦ୍ଧା ସରିବ E-KYC

ଭୁବନେଶ୍ୱର,୧ା୧: ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କଓ୍ବୋଇସିକୁ ନେଇ ନୂଆବର୍ଷରେ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୧୫ ତାରିଖ ସୁଦ୍ଧା ଇ-କଓ୍ବୋଇସି ପ୍ରକ୍ରିୟା ସରିବ। ଏଥିପାଇଁ ବାହାର ରାଜ୍ୟକୁ ଅଧିକାରୀମାନେ ଯିବେ। ନିକଟରେ ଗୋଆକୁ ଯାଇ ଇ-କଓ୍ବୋଇସି କରାଇଛନ୍ତି। ଅନ୍ୟ ରାଜ୍ୟରେ ଥିବା ଲୋକଙ୍କ ପାଖକୁ ଯାଇ ଇ-କଓ୍ବୋଇସି କରାଯିବ। ବର୍ତ୍ତମାନ ସୁଦ୍ଧା ୮୫% ଇ-କଓ୍ବୋଇସି ସରିଲାଣି ଯେଉଁମାନଙ୍କର ବାକି ରହିଛି ସମସ୍ତଙ୍କର ସରିବ। ଏଯାବତ ୫୦ ଲକ୍ଷ ଲୋକ ଇ-କଓ୍ବୋଇସି କରି ନାହାନ୍ତି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri