ଏହି ଦିନ ସରିବ ଇ-କେୱାଇସି ଅପ୍‌ଡେଟ: ତୁରନ୍ତ ସାରି ଦିଅନ୍ତୁ ସବୁ କାର୍ଯ୍ୟ

ଭୁବନେଶ୍ୱର,୨୮ା୧(ଅନିଲ ଦାସ):ଆସନ୍ତା ୪ ଦିନ ପରେ ରାଜ୍ୟରେ ରାଶନ କାର୍ଡ ଇ-କେୱାଇସି ଅପ୍‌ଡେଟ କାର୍ଯ୍ୟ ଶେଷ ହେବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ଜାନୁଆରୀ ୩୧ ସୁଦ୍ଧା ଇ-କେୱାଇସି ଅପ୍‌ଡେଟ ଲାଗି ସରକାର ଦିନ ଧାର୍ଯ୍ୟ କରିଛନ୍ତି। ଯଦି ଏହି ସମୟ ସୁଦ୍ଧା ଶେଷ ନ ହୁଏ ତେବେ ପରବର୍ତ୍ତୀ ସମୟରେ ସରକାର ବିଚାର କରି ପଦକ୍ଷେପ ନେବେ ବୋଲି ମନ୍ତ୍ରୀ କହିଛନ୍ତି।
ରାଜ୍ୟର ଏ ପର୍ଯ୍ୟନ୍ତ ୪୦ ଲକ୍ଷ ୪୦ ହଜାର ୮୬୪ ରାଶନ କାର୍ଡ ହିତାଧିକାରୀ ଇ-କେୱାଇସି ଅପ୍‌ଡେଟ କରି ନାହାନ୍ତି। ମୋଟ ୩ କୋଟି ୩୫ ଲକ୍ଷ ୫୭୦ ହିତାଧିକାରୀଙ୍କ ମଧ୍ୟରୁ ୨କୋଟି ୯୪ ଲକ୍ଷ ୫୯ ହଜାର ୮୮୬ଜଣଙ୍କର ଇ-କେୱାଇସି ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri