ମା’ବାପାଙ୍କ ମଧ୍ୟରେ ଥମୁନି ବିବାଦ: ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ଡିଲିଟ୍‌ କଲେ ଶ୍ୱେତାଙ୍କ ଝିଅ

ବମ୍ବେ: ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବେ ଲୋକପ୍ରିୟ ଟେଲି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ। ଏଭଳି ଖୁସି ସମୟ ଭିତରେ କିନ୍ତୁ ବିବାଦ ତାଙ୍କର ପିଛା ଛାଡ଼ୁନି। ମା’ ଶ୍ୱେତା ଏବଂ ତାଙ୍କ ପୂର୍ବ ସ୍ବାମୀ ଅଭିନବ କୋହଲିଙ୍କ ମଧ୍ୟରେ ତିକ୍ତତା ଯୋଗୁ ପଲକଙ୍କୁ ଲୋକେ ଟ୍ରୋଲ କରୁଛନ୍ତି। ଏଥିରେ ଅତିଷ୍ଠ ହୋଇ ସେ ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ଡିଲିଟ୍‌ କରିଦେଇଛନ୍ତି।

ବିବେକ ଓବରୟଙ୍କ ପ୍ରଯୋଜନା ସଂସ୍ଥା ପକ୍ଷରୁ ନିର୍ମାଣ ହେବାକୁ ଯାଉଛି ଚଳଚ୍ଚିତ୍ର ‘ରାଜି: ଦ ସୈଫରନ ଚାପ୍ଟର’। ଏହାର ପ୍ରଥମ ପୋଷ୍ଟର ରିଲିଜ ହୋଇଥିଲା। ସେଥିରେ ପଲକ୍‌ଙ୍କ ଝଲକ ଦେଖିବାକୁ ମିଳିଛି। ପ୍ରଥମ ଥର ପାଇଁ ବଲିଉଡ୍‌ରେ କାମ କରୁଥିବାରୁ ବେଶ୍‌ ଖୁସି ଅଛନ୍ତି ସେ। ପୂର୍ବରୁ ପଲକ ସୋସିଆଲ ମିଡିଆରେ ନିଜର ଫଟୋଶୁଟ୍‌ ଏବଂ ପରିବାର ସହ ଫଟୋ ଶେୟାର କରିଆସୁଥିଲେ। ହେଲେ ସେ ଏବେ ସେ ଏହାକୁ ବନ୍ଦ କରିଦେଇଛନ୍ତି। ଫଳରେ ତାଙ୍କ ପ୍ରଶଂସକ ନିରାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଁ ବଦଳାଇଦେଲେ ଉର୍ଫି

ବମ୍ବେ: ନିଜ ନାମ ବଦଳାଇଲେ ସୋସିଆଲ ମିଡିଆ ସେନସେଶନ ଉର୍ଫି ଜାଭେଦ। ସର୍ବଦା ନିଜର ଅଜବ ପରିଧାନ ଏବଂ ଷ୍ଟାଇଲ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି ସେ। ...

ସଲମାନଙ୍କ ଗଳା ଚିପିଲେ କ୍ୟାଟ୍ରିନା, କାରଣ ଜାଣିଲେ…

ମୁମ୍ବାଇ: ଦବଙ୍ଗ ଖାନ୍‌ ସଲମାନ ଏବଂ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ଙ୍କ ଯୋଡ଼ିକୁ ପରଦାରେ ଲୋକେ ବହୁତ ପସନ୍ଦ କରନ୍ତି। ଏହି ଯୋଡ଼ି ଅନେକ ଫିଲ୍ମରେ ଅଭିନୟ...

ବୁଲା କୁକୁର ସହ ଖେଳିଲେ ବିରୁଷ୍କା

ଅଭିନେତ୍ରୀ ଅନୁଷ୍କା ଶର୍ମା ସ୍ବାମୀ ବିରାଟ କୋହଲିଙ୍କ ସହ ଏବେ ଭୁଟାନରେ ଛୁଟି କାଟୁଛନ୍ତି। ପ୍ରତିଦିନ ଉଭୟଙ୍କ ନୂଆ ନୂଆ ଫଟୋ ସୋସିଆଲ ମିଡିଆରେ ଭାଇରାଲ...

ଛୋଟ ଭାଇକୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ତୈମୁର

ମୁମ୍ବାଇ: ଅଭିନେତ୍ରୀ କରୀନା କପୁର ଦ୍ୱିତୀୟ ସନ୍ତାନକୁ ରବିବାର ଜନ୍ମ ଦେଇଛନ୍ତି। ଏହି ଖବର ଜାଣିବା ପରେ ପ୍ରଶଂସକଙ୍କ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି। ସୋସିଆଲ...

ଦୀପିକାଙ୍କଠାରୁ ପ୍ରିୟଙ୍କା; ସର୍ବସମ୍ମୁଖରେ ଏସବୁ ଅଭିନେତ୍ରୀଙ୍କ ଅପମାନ କରିଛନ୍ତି ସଲମାନ୍‌

ବମ୍ବେ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ନିଜର ମଜାଳିଆ ସ୍ବଭାବକୁ ନେଇ ବେଶ୍‌ ପରିଚିତ। ପ୍ରଶଂସକମାନଙ୍କୁ ମଧ୍ୟ ତାଙ୍କର ଏହି ସ୍ବଭାବ ବେଶ ପସନ୍ଦ ଆସିଥାଏ।...

ଅର୍ଣ୍ଣବଙ୍କ ସପକ୍ଷରେ ବାହାରିଲେ ବଲିଉଡ୍‌ର କୁଇନ୍‌: କହିଲେ ଏଭଳି

ବମ୍ବେ: ପୁଣି ଥରେ ଚର୍ଚ୍ଚାରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ରିପବ୍ଲିକ ଟିଭି ଏଡିଟର-ଇନ-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିବାକୁ ପ୍ରତିବାଦ କରିଛନ୍ତି ସେ।...

ବିବାହର ଗୋଟିଏ ଦିନ ପରେ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କଲେ ମୋନା

‘ଜସି ଜୈସି କୋଇ ନହିଁ’ ଟିଭି ସିରିୟଲର ଅଭିନେତ୍ରୀ ମୋନା ସିଂହ ଡିସେମ୍ବର ୨୭ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହର ଗୋଟିଏ ଦିନ ପରେ...

ଦ୍ୱିତୀୟଥର କରୋନା ଆକ୍ରାନ୍ତ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଲୋକପ୍ରିୟ ଟିଭି ଧାରାବାହିକ ଅନୁପମାରେ ଡକ୍ଟର ମୋନା ଭୂମିକାରେ ଅଭିନୟ କରୁଥିବା ଅଭିନେତ୍ରୀ ପାରୁଲ ଚୌଧରୀ ପୁଣିଥରେ କରୋନା ଆକ୍ରାନ୍ତ ହୋଇଛନ୍ତି। ପାରୁଲଙ୍କ ସହ ତାଙ୍କ...

Advertisement
Archives

Model This Week