Posted inଜାତୀୟ

ଇ-ରୁପି ଲଞ୍ଚ୍‌ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୮: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିଜିଟାଲ ପେମେଣ୍ଟ ପ୍ଲାଟଫର୍ମ ଇ-ରୁପି ଲଞ୍ଚ୍‌ କରିଛନ୍ତି। ଏକ ଭର୍ଚୁଆଲ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଇ-ରୁପି ଶୁଭାରମ୍ଭ କରିଛନ୍ତି। ୟୁପିଆଇ ପ୍ଲାଟଫର୍ମରେ ଆର୍ଥିକ ସେବା ବିଭାଗ, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଜାତୀୟ ସ୍ବାସ୍ଥ୍ୟ ପ୍ରାଧିକରଣ ସହଯୋଗରେ ନ୍ୟାସନାଲ ପେମେଣ୍ଟ କର୍ପୋରେସନ ଅଫ ଇଣ୍ଡିଆ (ଏନପିସିଆଇ) ଦ୍ୱାରା ଇ-ରୁପି ବିକଶିତ ହୋଇଛି। ଏହା ଡିଜିଟାଲ ପେମେଣ୍ଟର ଏକ ସମ୍ପୂର୍ଣ୍ଣ ନଗଦବିହୀନ ଏବଂ ଯୋଗାଯୋଗହୀନ ମାଧ୍ୟମ। ଇ-ରୁପି ହେଉଛି ଏକ କ୍ୟୁଆର୍‌ କୋଡ ବା ଏସଏମଏସ ଭିତ୍ତିକ ଇ-ଭାଉଚର, ଯାହା ହିତାଧିକାରୀଙ୍କ ମୋବାଇଲ ଫୋନକୁ ପଠାଯାଇଥାଏ । ଏହି ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ବ୍ୟବହାରକାରୀ କୌଣସି କାର୍ଡ, ଡିଜିଟାଲ ପେମେଣ୍ଟ ଆପ ଅଥବା ଇଣ୍ଟରନେଟ ବ୍ୟାଙ୍କିଙ୍ଗ ବ୍ୟବହାର ନ କରି ଇ-ଭାଉଚର ପଠାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?