ଡହଡ଼ହ ଖରାରେ ଜନଜୀବନ ଅସ୍ତବ୍ୟସ୍ତ: ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ଓଡ଼ିଶା। ଗରମ ସାଙ୍ଗକୁ ଗୁଳୁଗୁଳି ଅସହ୍ୟ ହୋଇପଡ଼ୁଛି। ସକାଳ ୯ଟାରୁ ଘରୁ ବାହାରିବା ଅସମ୍ଭବ ହୋଇ ପଡ଼ୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଛି। ପ୍ରତିଦିନ ତାପମାତ୍ରା ବୃଦ୍ଧିରେ ନୂଆ ରେକର୍ଡ ହେଉଛି । ଆସନ୍ତା ୩୦ ତାରିଖ ଯାଏଁ ଆହୁରି ୨ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଯଦି ସେମିତି ହୁଏ ତେବେ ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୭ ଡିଗ୍ରୀ ଛୁଇଁବା ନେଇ ଆଶଙ୍କା କରାଯାଉଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ମେ’ ୩ ପର୍ଯ୍ୟନ୍ତ ତାତି ପ୍ରଭାବ ରହିବ ।
ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି କିଛି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ବିଭାଗ, ବ୍ୟାଙ୍କ, ବୀମା କର୍ମଚାରୀ ସମ୍ମୁଖ ଯୋଦ୍ଧା

ଭୁବନେଶ୍ୱର, ୧୪।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ଜଙ୍ଗଲ ବିଭାଗ ଅଧିକାରୀ ଓ ଫରେଷ୍ଟ ଗାର୍ଡ, ବ୍ୟାଙ୍କ, ବୀମା କର୍ମଚାରୀ, ଏନ୍‌ସିପିଆଇ, ପେମେଣ୍ଟ ସିଷ୍ଟମ୍‌ ପ୍ରୋଭାଇଡର, ଭେଣ୍ଡର,...

କଟ୍‌ ଅଫ୍‌ ମାର୍କରେ ରେଭେନ୍ସା ଆଗରେ

ଭୁବନେଶ୍ୱର, ୨୭।୯(ବ୍ୟୁରୋ): ଯୁକ୍ତ୨ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ ୫୪,୬୩୩ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ସେମାନଙ୍କ...

ରାଜଧାନୀ ଭୁବନେଶ୍ୱରରୁ ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା...

ସିଏଲ୍‌ସି ନେଇଥିବା ଛାତ୍ରୀଛାତ୍ରଙ୍କୁ ନାମଲେଖା ଫି’ ଫେରାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ)- ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରୁ ସିଏଲ୍‌ସି ନେଇଥିବା ଛାତ୍ରୀଛାତ୍ରଙ୍କୁ ନାମଲେଖା ଫି’ ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। କେତେକ ଉଚ୍ଚ ମାଧ୍ୟମିକ ସ୍କୁଲ...

ଭଦ୍ରକ କାଳୀପୂଜାର ୫ମ ଦିନ: ପୂଜା ମଣ୍ଡପରେ ପ୍ରବଳ ଭିଡ଼

ଭଦ୍ରକ ଅଫିସ, ୧।୧୧ – ଭଦ୍ରକ ଐତିହାସିକ କାଳୀପୂଜା ପାଇଁ ଚରମ୍ପା ଅଞ୍ଚଳ ଝଲସୁଛି। ଗୁରୁବାର ଥିଲା ପୂଜାର ୫ମ ଦିନ। ଲକ୍ଷାଧିକ ଜନସମାଗମକୁ ନିୟନ୍ତ୍ରଣ...

ଶ୍ରୀରାମ ନବମୀ ମହୋତ୍ସବ, କଟକଣାରେ ମହାଯଜ୍ଞ

ଭଦ୍ରକ ଅଫିସ,୨୨।୪- କରୋନା ମହାମାରୀ ଯୋଗୁ ଚଳିତବର୍ଷ ମଧ୍ୟ ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଫିକା ପଡ଼ିଛି। ୩ ଦିନର ହୋମଯଜ୍ଞ, ହନୁମାନ ଚାଳିଶା...

କନ୍‌ଷ୍ଟେବଳଙ୍କୁ ନିର୍ଘାତ ମାଡ଼

ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀ ଏବେ ଅସୁରକ୍ଷିତ ହୋଇପଡ଼ିଛି। ସାଧାରଣ ଜନତାଙ୍କ କଥା ଛାଡ଼, ଅନ୍ୟକୁ ସୁରକ୍ଷା ଦେଉଥିବା ପୋଲିସ ମଧ୍ୟ ଅସୁରକ୍ଷିତ ହୋଇପଡିଛି। ଗୁରୁବାର ସିଆର୍‌ପି...

କରୋନା ଜାଲରେ କଟକ ସହର: ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

କଟକ ଅଫିସ, ୪।୭: କଟକରେ ଶନିବାର ଆଉ ୧୧ ନୂଆ କରୋନା ପଜିଟିଭ୍‌ କେସ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା...

Advertisement
Archives

Model This Week