ଡହଡ଼ହ ଖରାରେ ଜନଜୀବନ ଅସ୍ତବ୍ୟସ୍ତ: ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ଓଡ଼ିଶା। ଗରମ ସାଙ୍ଗକୁ ଗୁଳୁଗୁଳି ଅସହ୍ୟ ହୋଇପଡ଼ୁଛି। ସକାଳ ୯ଟାରୁ ଘରୁ ବାହାରିବା ଅସମ୍ଭବ ହୋଇ ପଡ଼ୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଛି। ପ୍ରତିଦିନ ତାପମାତ୍ରା ବୃଦ୍ଧିରେ ନୂଆ ରେକର୍ଡ ହେଉଛି । ଆସନ୍ତା ୩୦ ତାରିଖ ଯାଏଁ ଆହୁରି ୨ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଯଦି ସେମିତି ହୁଏ ତେବେ ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୭ ଡିଗ୍ରୀ ଛୁଇଁବା ନେଇ ଆଶଙ୍କା କରାଯାଉଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ମେ’ ୩ ପର୍ଯ୍ୟନ୍ତ ତାତି ପ୍ରଭାବ ରହିବ ।
ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି କିଛି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କଟକରେ ହାଇଭୋଲ୍‌ଟେଜ ପ୍ରଚାର: ମୁଖ୍ୟମନ୍ତ୍ରୀ, ଅମିତ୍‌ ଶାହଙ୍କ ରୋଡ୍‌ ଶୋ’

କଟକ ଅଫିସ/ନରସିଂହପୁର(ଡି.ଏନ.ଏ.),୧୭।୪: ବୁଧବାର କଟକ ପ୍ରଚାର ମଇଦାନ କମ୍ପିବ। ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭାଜପା ଜାତୀୟ ଅଧ୍ୟକ୍ଷ...

ପୁଣି କଡ଼ାକଡ଼ି ହେବ କରୋନା କଟକଣା

ଭୁବନେଶ୍ୱର, ୨୧।୨: ବିଭିନ୍ନ ରାଜ୍ୟରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ମଧ୍ୟ କଡ଼ାକଡ଼ି ଭାବେ ପାଳନ କୋଭିଡ ନିୟମାବଳୀ। ଏ...

ବିଜେଡି ଖେଳିଲା ଏସ୍‌ଇବିସି କାର୍ଡ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭% ପଛୁଆ ବର୍ଗ (ଏସ୍‌ଇବିସି)ଙ୍କୁ ପ୍ରାର୍ଥୀ କରିବ। କେବଳ ପଞ୍ଚାୟତ ନିର୍ବାଚନ ନୁହେଁ ପରବର୍ତ୍ତୀ ନିର୍ବାଚନରେ...

ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣା: ଆଉ ୪ ଗିରଫ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ଆଉ ୪ ଜଣଙ୍କୁ କମିଶନରେଟ୍‌ ପୋଲିସ ରବିବାର ଗିରଫ କରିଛି। ତେବେ ଗିରଫ ହୋଇଥିବା ୪...

ନଗଡ଼ାରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଭାରପ୍ରାପ୍ତ ଜିଲାପାଳ

କାଳିଆପାଣି,୨୯।୨(ଡିଏନଏ): ନଗଡ଼ା ପାଇଁ ସରକାର ମାଳ ମାଳ ଯୋଜନା କରି ଏଥିପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରିଚାଲିଛନ୍ତି। ମାତ୍ର ଏହି ଅଞ୍ଚଳର ବିକାଶ କେତେଦୂର...

ପ୍ରେମ ପ୍ରତାରଣା ପାଇଁ ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୧।୨(ବ୍ୟୁରୋ): ଦୁଇବର୍ଷ ହେବ ଜଣେ ଗାୟିକାଙ୍କୁ ପ୍ରେମ କରୁଥିଲେ। ଉଭୟଙ୍କ ବିବାହ ବି ସ୍ଥିର ହୋଇଯାଇଥିଲା। ହେଲେ ପ୍ରେମିକାଙ୍କ ପ୍ରତାରଣା ଶେଷରେ ଜଣେ ମଡେଲଙ୍କ ପ୍ରାଣ...

ଭିଜିଲାନ୍ସ ଜାଲରେ ନୂଆପଡ଼ା ସିଡିଭିଓ: ଗାଡ଼ିରୁ ମିଳିଲା…

ନୂଆପଡ଼ା,୮ା୮(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ ତ୍ରିଲୋଚନ ଧଳ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ତାଙ୍କ ସରକାରୀ ଗାଡ଼ିରୁ ୨ ଲକ୍ଷ ୭୭ ହଜାର...

ତୃତୀୟ ଲିଙ୍ଗୀଙ୍କୁ ମିଳିବ ସମାନ ସୁବିଧାସୁଯୋଗ

ଭୁବନେଶ୍ୱର,୭।୧୦(ବ୍ୟୁରୋ):ତୃତୀୟ ଲିଙ୍ଗୀ(କିନ୍ନର)ମାନେ କୌଣସି କ୍ଷେତ୍ରରେ ଅବହେଳିତ ହେବେ ନାହିଁ। ସେମାନଙ୍କୁ ଅନ୍ୟମାନଙ୍କଠାରୁ ବାଛବିଚାର କରାଯିବ ନାହିଁ। ବିଭିନ୍ନ କ୍ଷେତ୍ରରେ ଅନ୍ୟମାନଙ୍କ ଭଳି କିନ୍ନରମାନଙ୍କୁ ସମାନ ସୁବିଧାସୁଯୋଗ...

Advertisement
Archives

Model This Week