ସିଲଭର୍‌ ସିଟିରେ ଇ-ଟଏଲେଟ ବ୍ୟବସ୍ଥା; ଟଙ୍କାଏ ଦେଲେ ଖୋଲିବ କବାଟ

କଟକ ଅଫିସ, ୨୭।୧୦: ସିଲଭର୍‌ ସିଟିରେ ଆରମ୍ଭ ହେଲା ଇ-ଟଏଲେଟ ବ୍ୟବସ୍ଥା। ବୁଧବାର ମଧୁପାଟଣା ଏବଂ ଓଏମ୍‌ପି ଛକରେ ଏହି ବ୍ୟବସ୍ଥା ଆରମ୍ଭ ହୋଇଛି। ମାତ୍ର ୧ ଟଙ୍କା ଦେବା ମାତ୍ରେ ଏହି ଶୌଚାଳୟର କବାଟ ଖୋଲିବ। ରାଜ୍ୟ ତଥା ରାଜ୍ୟ ବାହାରୁ ଏହି ଛକରେ ଅନେକ ଯାତ୍ରୀ ଗାଡ଼ି ପାଇଁ ଅପେକ୍ଷା କରି ରହୁଛନ୍ତି। ସେମାନଙ୍କ ସୁବିଧା ପାଇଁ ସିଏମ୍ସି ଏବଂ ଏରମା ସଂସ୍ଥାର ମିଳିତ ଉଦ୍ୟମରେ ଏହି ଇ-ଶୌଚାଳୟର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri