Posted inଜାତୀୟ

ଇ-ଭୋଟର ପରିଚୟପତ୍ର ଜାରି

ନୂଅ।ଦିଲ୍ଲୀ, ୨୬ା୧ (ପି.ଟି.): ଭାରତର ନିର୍ବାଚନ କମିଶନ ସୋମବାର ଭୋଟର ଫଟୋ ପରିଚୟପତ୍ରର ଇଲେ୍ରୋନିକ୍ ଭର୍ସନ (ଇ-ଭୋଟର କାର୍ଡ) ଜାରି କରିଛନ୍ତି। ଏହି ଡିଜିଟାଲ ପରିଚୟପତ୍ରକୁ ଭୋଟର ନିଜ ମୋବାଇଲ ଫୋନ୍ରେ ଷ୍ଟୋର କରିବା ସହ ବ୍ୟକ୍ତିଗତ କମ୍ପୁ୍ୟଟରରେ ଡାଉନ୍ଲେଡ୍ କରିହେବ। ଏହା ପିଡିଏଫ୍ ଫର୍ମାଟରେ ଉପଲବ୍ଧ ହେଉଥତ୍ବାରୁ କାର୍ଡରେ କୌଣସି ସଂଶୋଧନ କରାଯାଇପାରିବ ନାହିଁ । ଭୋଟର ଅ।ବଶ୍ୟକ ସମୟରେ ଏହାର ପ୍ରିଣ୍ଟ ବାହାର କରି ଲାମିନେଟ୍ କରିପାରିବେ ବିଧାନସଭା ନିର୍ବାଚନ ହେବାକୁ ଯାଉଥତ୍ବା ପଶ୍ଚିମବଙ୍ଗ, ତାମିଲନାଡୁ, ଅ।ସାମ, କେରଳ ଓ ପୁଡୁଚେରୀର ଭୋଟରମାନେ ଭୋଟ ଦିନ ଉକ୍ତ ଇ-ଭୋଟର କାର୍ଡ ବ୍ୟବହାର କରିପାରିବେ। ଇ-ଭୋଟର କାର୍ଡ ଅ।ସିବା ସତ୍ତ୍ୱେ ପାରମ୍ପରିକ ପିଭି ଭୋଟର ପରିଚୟ ପତ୍ର ବ୍ୟବହାର ଜାରି ରହିବ ସୋମବାର ଜାତୀୟ ଭୋଟର ଦିବସ ଅବସରରେ ଅାଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଇ-ଓପିଅ।ଇସି କାଯର୍ୟକ୍ରମ ଶୁଭାରମ୍ଭ କରିବା ସହ ୫ ନୂଅ। ଭୋଟରଙ୍କୁ ଇ-ଭୋଟର ପରିଚୟପତ୍ର ପ୍ରଦାନ କରିଥତ୍ଲେ। ପାରମ୍ପରିକ କାର୍ଡ ଛାପିବା ଓ ଭୋଟରଙ୍କ ପାଖରେ ପହଞ୍ଚାଇବାରେ ସମୟ ଲାଗୁଥତ୍ଲା ଇ-ଭୋଟର କାର୍ଡ ସହଜରେ ଓ ଶୀଘ୍ର ଲୋକଙ୍କ ପାଖରେ ଉପଲବ୍ଧ ହୋଇପାରିବ ଗତବର୍ଷ ନଭେମ୍ବର-ଡିସେମ୍ବରରେ ଭୋଟର ତାଲିକାରେ ସାମିଲ ହେବା ଲାଗି ଅ।ବେଦନ କରିଥତ୍ବା ନୂଅ। ଭୋଟରମାନଙ୍କ ମୋବାଇଲ ଫୋନ୍କୁ ଏସ୍ଏମ୍ଏସ୍ ଯିବ ଏବଂ ସେମାନେ ଜାନୁୟାରୀ ୨୫ରୁ ୩୧ ମଧ୍ୟରେ ଇ-ଭୋଟର କାର୍ଡ ଡାଉନଲୋଡ୍ କରିପାରିବେ। ଅନ୍ୟ ଭୋଟରମାନେ ଫେବୃୟାରୀ ୧ରୁ ଏହାକୁ ଡାଉନଲୋଡ୍ କରିପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ସଭା ଭୋଟ, ମଇଦାନରେ ୫ ପ୍ରାର୍ଥୀ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ସୋମବାର ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ,…

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ.…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨…

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ…

ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଚରମ ନିଷ୍ପତ୍ତି ନେଲେ ବ୍ୟକ୍ତି; ଫେସବୁକ ଲାଇଭରେ ସାପକୁ

କୋରାପୁଟ,୧୫।୩: କୋରାପୁଟ ଜିଲା ମାଳିଗୁଡ଼ା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସେହି ଅଞ୍ଚଳର ନବୀନ ମାଳି ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri