Posted inଜାତୀୟ

ଇ-ଭୋଟର ପରିଚୟପତ୍ର ଜାରି

ନୂଅ।ଦିଲ୍ଲୀ, ୨୬ା୧ (ପି.ଟି.): ଭାରତର ନିର୍ବାଚନ କମିଶନ ସୋମବାର ଭୋଟର ଫଟୋ ପରିଚୟପତ୍ରର ଇଲେ୍ରୋନିକ୍ ଭର୍ସନ (ଇ-ଭୋଟର କାର୍ଡ) ଜାରି କରିଛନ୍ତି। ଏହି ଡିଜିଟାଲ ପରିଚୟପତ୍ରକୁ ଭୋଟର ନିଜ ମୋବାଇଲ ଫୋନ୍ରେ ଷ୍ଟୋର କରିବା ସହ ବ୍ୟକ୍ତିଗତ କମ୍ପୁ୍ୟଟରରେ ଡାଉନ୍ଲେଡ୍ କରିହେବ। ଏହା ପିଡିଏଫ୍ ଫର୍ମାଟରେ ଉପଲବ୍ଧ ହେଉଥତ୍ବାରୁ କାର୍ଡରେ କୌଣସି ସଂଶୋଧନ କରାଯାଇପାରିବ ନାହିଁ । ଭୋଟର ଅ।ବଶ୍ୟକ ସମୟରେ ଏହାର ପ୍ରିଣ୍ଟ ବାହାର କରି ଲାମିନେଟ୍ କରିପାରିବେ ବିଧାନସଭା ନିର୍ବାଚନ ହେବାକୁ ଯାଉଥତ୍ବା ପଶ୍ଚିମବଙ୍ଗ, ତାମିଲନାଡୁ, ଅ।ସାମ, କେରଳ ଓ ପୁଡୁଚେରୀର ଭୋଟରମାନେ ଭୋଟ ଦିନ ଉକ୍ତ ଇ-ଭୋଟର କାର୍ଡ ବ୍ୟବହାର କରିପାରିବେ। ଇ-ଭୋଟର କାର୍ଡ ଅ।ସିବା ସତ୍ତ୍ୱେ ପାରମ୍ପରିକ ପିଭି ଭୋଟର ପରିଚୟ ପତ୍ର ବ୍ୟବହାର ଜାରି ରହିବ ସୋମବାର ଜାତୀୟ ଭୋଟର ଦିବସ ଅବସରରେ ଅାଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଇ-ଓପିଅ।ଇସି କାଯର୍ୟକ୍ରମ ଶୁଭାରମ୍ଭ କରିବା ସହ ୫ ନୂଅ। ଭୋଟରଙ୍କୁ ଇ-ଭୋଟର ପରିଚୟପତ୍ର ପ୍ରଦାନ କରିଥତ୍ଲେ। ପାରମ୍ପରିକ କାର୍ଡ ଛାପିବା ଓ ଭୋଟରଙ୍କ ପାଖରେ ପହଞ୍ଚାଇବାରେ ସମୟ ଲାଗୁଥତ୍ଲା ଇ-ଭୋଟର କାର୍ଡ ସହଜରେ ଓ ଶୀଘ୍ର ଲୋକଙ୍କ ପାଖରେ ଉପଲବ୍ଧ ହୋଇପାରିବ ଗତବର୍ଷ ନଭେମ୍ବର-ଡିସେମ୍ବରରେ ଭୋଟର ତାଲିକାରେ ସାମିଲ ହେବା ଲାଗି ଅ।ବେଦନ କରିଥତ୍ବା ନୂଅ। ଭୋଟରମାନଙ୍କ ମୋବାଇଲ ଫୋନ୍କୁ ଏସ୍ଏମ୍ଏସ୍ ଯିବ ଏବଂ ସେମାନେ ଜାନୁୟାରୀ ୨୫ରୁ ୩୧ ମଧ୍ୟରେ ଇ-ଭୋଟର କାର୍ଡ ଡାଉନଲୋଡ୍ କରିପାରିବେ। ଅନ୍ୟ ଭୋଟରମାନେ ଫେବୃୟାରୀ ୧ରୁ ଏହାକୁ ଡାଉନଲୋଡ୍ କରିପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ...

ବାୟୁସେନା କର୍ମଚାରୀଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ

ନୂଆଦିଲ୍ଲୀ,୪ା୫: ଶନିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ସୁରାନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ବାୟୁସେନା କର୍ମଚାରୀ ଯାଉଥିବା ଦୁଇଟି ଗାଡିରେ ଆକ୍ରମଣ କରିଛନ୍ତି। ଯେଉଁଥିରେ ଭାରତୀୟ ବାୟୁସେନାର...

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ...

ଗାଡ଼ି ଉପରେ ଚଢି ନାଚିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ଭାଜପା ଏବଂ କଂଗ୍ରେସ ଦଳ ମଧ୍ୟପ୍ରଦେଶରେ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜନସାଧାରଣଙ୍କୁ ନିଜ ଆଡକୁ...

ଭାଜପା ନେତାଙ୍କ ରାଲିରେ ଫୁଟିଲା ଗୁଳି, ଭିଡିଓ ଭାଇରାଲ, ଯାଞ୍ଚ ପରେ ଜଣାପଡିଲା ସତ୍ୟତା

ଗୋଣ୍ଡା,୪।୫: ବହୁ ଚର୍ଚ୍ଚିତ କେସରଗଞ୍ଜ ସଂସଦୀୟ ଆସନରୁ ଭାଜପା ପ୍ରାର୍ଥୀ କରଣ ଭୂଷଣ ସିଂଙ୍କ ରାଲିରେ ବାଣ ଫୁଟିବାର ଏକ ଭିଡିଓ ସାମ୍ନାକୁ ଆସିଛି। କରଣଭୂଷଣ...

ଅରବିନ୍ଦ କେଜରିଓ୍ବାଲ ବାରାଣାସୀରୁ ଲଢନ୍ତୁ ଲୋକ ସଭା ନିର୍ବାଚନ: ଏସପି ନେତାଙ୍କ ଦାବି

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନ ମଧ୍ୟରେ ସମାଜବାଦୀ ପାର୍ଟିର ନେତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପରାମର୍ଶ ଦେଇଛନ୍ତି।...

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ସ, କହିଲେ ସଫଳ ବିବାହାର ଆଧାର ସହନଶୀଳତା

ନୂଆଦିଲ୍ଲୀ,୪।୫: ସୁଖି ଦାମ୍ପତ୍ୟ ଜୀବନ ବିଷୟରେ ପରାମର୍ଶଦାତା ପରି ସୁପ୍ରିମକୋର୍ଟ କିଛି ଟିପ୍ସ ଦେଇଛନ୍ତି। ଶୁକ୍ରବାର କୋର୍ଟ କହିଛନ୍ତି ଯେ ସହନଶୀଳତା ଏବଂ ସମ୍ମାନ ଏକ...

ରାଜନୀତିରେ ଅଜବ ଦୃଶ୍ୟ, ମଇଁଷି-ମେଣ୍ଢା ଉପରେ ଆସି କରୁଛନ୍ତି ନାମାଙ୍କନ ଦାଖଲ

କୋଲକାତା,୪।୫: ଲୋକ ସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ଜାରି ରହିଛି। ବିଭିନ୍ନ ଦଳର ପ୍ରାର୍ଥୀ ନିଜର ଖାସ୍‌ ଅନ୍ଦାଜରେ ଆସି ନାମାଙ୍କନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri