ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି ସେନେଇ କେହି ଠିକ୍‌ ସୂଚନା ଦେଇପାରିନାହାନ୍ତି। ନବୀନ ନୂଆଦିଲ୍ଲୀ ଗସ୍ତ କରିବା ପୂର୍ବରୁ ଦଳର କେତେଜଣ ବରିଷ୍ଠ ସ୍ଥାନୀୟ ନେତା ବିମାନବନ୍ଦରଠାରେ ପୂର୍ବରୁ ଅପେକ୍ଷାକରି ରହିଥିଲେ। ନବୀନ ବିମାନବନ୍ଦର ଭିତରକୁ ଯିବା ସମୟରେ ଗଣମାଧ୍ୟମକୁ କିଛି ପ୍ରତିକ୍ରିୟା ଦେଇନାହାନ୍ତି।

ମାତ୍ର ସେ ଯିବାପରେ ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା ଗଣମାଧ୍ୟମକୁ କହିଛନ୍ତି, ଆଗାମୀ ଦିନରେ ପାର୍ଲାମେଣ୍ଟରେ ଯେଉଁସବୁ ରାଜ୍ୟର ସ୍ବାର୍ଥ ସମ୍ବଳିତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଯିବ ସେନେଇ ଦଳର ଏମ୍‌ପିମାନଙ୍କୁ କୁହାଯାଇସାରିଛି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ଉତ୍ଥାପନ କରିବାକୁ ନବୀନ ସମସ୍ତଙ୍କୁ ଆହ୍ବାନ ଦେଇଛନ୍ତି। ରାଜ୍ୟର କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଯଦି ସେ ନୂଆଦିଲ୍ଲୀରେ କେଉଁ ନେତାଙ୍କୁ ସେ ଦେଖାକରିବେ ତେବେ ସେକଥା ସେ ଜଣାଇବେ ବୋଲି ଅଶୋକ କହିଛନ୍ତି। ଅନ୍ୟପଟେ ଏହି ଗସ୍ତକାଳରେ ନବୀନ କେତେଜଣ ପୁରୁଣା ବନ୍ଧୁଙ୍କ ସହ ମଧ୍ୟ ସାକ୍ଷାତ କରିପାରନ୍ତି ବୋଲି ଜଣେ ନେତାଙ୍କ ସୂତ୍ରରୁ ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri