ପୂର୍ବରୁ ବିଗ୍‌ ବିଙ୍କୁ ବି ଆସିଥିଲା ଏମିତି ଧମକ, ସୁରକ୍ଷାକୁ ବଢ଼ାଇଦେଇଥିଲା ପୋଲିସ

ଚଳଚ୍ଚିତ୍ର ତାରକାମାନଙ୍କ ସୁରକ୍ଷା ପାଇଁ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବା କିମ୍ବା ସର୍ବୋତ୍ତମ ଅଙ୍ଗରକ୍ଷୀ ନିଯୁକ୍ତି କରିବା ବଡ଼ କଥା ନୁହେଁ। ଏପରି ଅନେକ ତାରକା ଅଛନ୍ତି ଯେଉଁମାନେ ବ୍ୟକ୍ତିଗତ ଅଙ୍ଗରକ୍ଷୀଙ୍କ ସୁରକ୍ଷା ଅଧୀନରେ ଚାଲନ୍ତି । କିଛି ତାରକାଙ୍କୁ ମୁମ୍ବାଇ ପୋଲିସ ମଧ୍ୟ ସ୍ବତନ୍ତ୍ର ସୁରକ୍ଷା ଯୋଗାଇ ଦେଉଛି। ବିବାଦ ଏବଂ ଧମକ ଯୋଗୁ ସୁରକ୍ଷା ଯୋଗାଯାଇଥିବା ତାରକାଙ୍କ ମଧ୍ୟରୁ ବିଗ୍‌ ବି ଅମିତାଭ ବଚ୍ଚନ ଅନ୍ୟତମ। ପୂର୍ବରୁ ଏକ ଧମକ ପାଇଁ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା।

ଶତାବ୍ଦୀର ମେଗାଷ୍ଟାର ଅମିତାଭଙ୍କୁ ମୁମ୍ବାଇ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ଯୋଗାଇ ଦିଆଯାଇଛି। ଅମିତାଭ ବଚ୍ଚନ ସର୍ବଦା ସୁରକ୍ଷା ପରିସରରେ ବୁଲନ୍ତି। କିଛି ଦିନ ପୂର୍ବରୁ ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟେଲ ବିଗ୍‌ ବିଙ୍କୁ ଧମକ ଦେଇଥିଲେ। ଏହା ପରେ ମୁମ୍ବାଇ ପୋଲିସ ମଧ୍ୟ ଅଭିନେତାଙ୍କ ବଙ୍ଗଳାର ସୁରକ୍ଷାକୁ ବଢ଼ାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri