ପୂର୍ବରୁ ବିଗ୍‌ ବିଙ୍କୁ ବି ଆସିଥିଲା ଏମିତି ଧମକ, ସୁରକ୍ଷାକୁ ବଢ଼ାଇଦେଇଥିଲା ପୋଲିସ

ଚଳଚ୍ଚିତ୍ର ତାରକାମାନଙ୍କ ସୁରକ୍ଷା ପାଇଁ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବା କିମ୍ବା ସର୍ବୋତ୍ତମ ଅଙ୍ଗରକ୍ଷୀ ନିଯୁକ୍ତି କରିବା ବଡ଼ କଥା ନୁହେଁ। ଏପରି ଅନେକ ତାରକା ଅଛନ୍ତି ଯେଉଁମାନେ ବ୍ୟକ୍ତିଗତ ଅଙ୍ଗରକ୍ଷୀଙ୍କ ସୁରକ୍ଷା ଅଧୀନରେ ଚାଲନ୍ତି । କିଛି ତାରକାଙ୍କୁ ମୁମ୍ବାଇ ପୋଲିସ ମଧ୍ୟ ସ୍ବତନ୍ତ୍ର ସୁରକ୍ଷା ଯୋଗାଇ ଦେଉଛି। ବିବାଦ ଏବଂ ଧମକ ଯୋଗୁ ସୁରକ୍ଷା ଯୋଗାଯାଇଥିବା ତାରକାଙ୍କ ମଧ୍ୟରୁ ବିଗ୍‌ ବି ଅମିତାଭ ବଚ୍ଚନ ଅନ୍ୟତମ। ପୂର୍ବରୁ ଏକ ଧମକ ପାଇଁ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା।

ଶତାବ୍ଦୀର ମେଗାଷ୍ଟାର ଅମିତାଭଙ୍କୁ ମୁମ୍ବାଇ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ଯୋଗାଇ ଦିଆଯାଇଛି। ଅମିତାଭ ବଚ୍ଚନ ସର୍ବଦା ସୁରକ୍ଷା ପରିସରରେ ବୁଲନ୍ତି। କିଛି ଦିନ ପୂର୍ବରୁ ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟେଲ ବିଗ୍‌ ବିଙ୍କୁ ଧମକ ଦେଇଥିଲେ। ଏହା ପରେ ମୁମ୍ବାଇ ପୋଲିସ ମଧ୍ୟ ଅଭିନେତାଙ୍କ ବଙ୍ଗଳାର ସୁରକ୍ଷାକୁ ବଢ଼ାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ…

ଗୌରୀଙ୍କ ସହ ବିବାହର ୧୦ ଦିନ ଭିତରେ ଗୁଡ୍‌ନ୍ୟୁଜ୍‌ ଦେଲେ ଆମିର, ଖବର ଶୁଣି ସମସ୍ତେ ଚକିତ

ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ଗତ ଜୁଲାଇ ୫ ତାରିଖରେ ନିଜ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କୁ ବିବାହ କରିଛନ୍ତି। ବିବାହ ପରେ ଏହି ନବଦମ୍ପତି ନିଜ…

‘ଜୁରାସିକ୍‌ ପାର୍କ’ ଅଭିନେତା ସାମ୍‌ ନିଲ୍‌ଙ୍କ ପରଲୋକ

ଓ୍ବେଲିଙ୍ଗଟନ, ୧୪।୭: ହଲିଉଡ୍‌ର ଅଲଟାଇମ୍‌ ସୁପରହିଟ ଫିଲ୍ମ ‘ଜୁରାସିକ୍‌ ପାର୍କ’ ଏବଂ ‘ଦି ପିଆନୋ’ ପାଇଁ ବିଶ୍ୱପ୍ରସିଦ୍ଧ ନ୍ୟୁଜିଲାଣ୍ଡର କିମ୍ବଦନ୍ତୀ ଅଭିନେତା ସାମ୍‌ ନିଲ୍‌ଙ୍କର ୭୮ବର୍ଷ ବୟସରେ…

ଖୁସି ଖବର ଦେଲେ ଗୋବିନ୍ଦା: ୭ ବର୍ଷ ପରେ…

‘ହିରୋ ନମ୍ବର ୧’ ଗୋବିନ୍ଦା ପୁଣି ବଡ଼ ପରଦାରେ ଧମାଲ କରିବାକୁ ଯାଉଛନ୍ତି। ସେ ‘ରୂପା’ ଚଳଚ୍ଚିତ୍ରରେ ନଜର ଆସିବେ। ଗୋବିନ୍ଦା ନିଜେ ଏହି ପ୍ରୋଜେକ୍ଟ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri