ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟଭୀତ ହୋଇ ଦୌଡିଲେ ଲୋକେ

ସାଣ୍ଟିଆଗୋ,୩।୧୨: ଚିଲିର କାଲାମା ନିକଟ ଆଣ୍ଟୋଫାଗାସ୍ତା ଅଞ୍ଚଳରେ ଆଜି ସକାଳୁ ବଡ଼ ଧରଣର ଭୂକମ୍ପ। ଏହାର ତିବ୍ରତା ରିକ୍ଟର ସ୍କେଲରେ ୬.୨ ରହିଛି। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍‌ଏସ୍‌ସି) ସୂଚନା ଦେଇଛି। ଭୂକମ୍ପର କେନ୍ଦ୍ରସ୍ଥଳ କାଲାମା ୮୪ କିଲୋମିଟର ଉତ୍ତର-ପଶ୍ଚିମ ଏବଂ ପୃଥିବୀ ପୃଷ୍ଠରୁ ୧୦୪ କିଲୋମିଟର ଗଭୀରରେ ଥିଲା। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଖବର ନାହିଁ। ଭୂକମ୍ପ ଅନୁଭୂତ ହେବାପରେ ଲୋକେ ଭୟଭୀତ ହୋ ଘରୁ ବାହାରକୁ ପଳାଇଆସିଥିଲେ। ଚିଲିରେ ଅନୁଭୂତ ହୋଇଥିବା ଭୂକମ୍ପ ସହ ଜଡିତ ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେବାରେ ଲାଗିଛି। ଏଥିରେ ଭୂକମ୍ପ ପ୍ରତ୍ୟେକ ଘରେ କିପରି କମ୍ପିତ ହୋଇଛି ତାହା ସ୍ପଷ୍ଟ ଭାବରେ ଦେଖାଯାଇପାରେ। ତେବେ ଏହା ଚିଲି ଭୂକମ୍ପର କି ନାହିଁ ତାହା ନିଶ୍ଚିତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା

ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ,୨୮।୫: ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଭାରତ-ଚାଇନା ମଧ୍ୟରେ ଭୟଙ୍କର ଯୁଦ୍ଧ ଆଶଙ୍କା! ସେନା ବେସ୍‌ରେ ବଡ଼ ହଲଚଲ,ଚମକାଇଲା IISSର ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ଭାରତର ଦୁଇ ପଡ଼ୋଶୀ ପାକିସ୍ତାନ ଏବଂ ଚାଇନା ସହିତ ସୀମା ବିବାଦ ଦଶନ୍ଧି ଧରି ଜାରି ରହିଛି। ପାକିସ୍ତାନ ବିରୋଧରେ ପୂର୍ୱରୁ ଅନେକ ଯୁଦ୍ଧ ହୋଇସାରିଛି।…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri