୩ ଦିନରେ ୩୦୦୦ କୋଟିରୁ ଊର୍ଦ୍ଧ୍ୱ ଆୟ

ମୁମ୍ବାଇ: ଜେମ୍ସ କ୍ୟାମେରନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଅବତାର ଦ ଓ୍ବେ ଅଫ୍‌ ଓ୍ବାଟର’ ଡିସେମ୍ବର ୧୬ରେ ରିଲିଜ୍‌ ହୋଇଯାଇଛି। ଯାହାକୁ ଦେଖିବାକୁ ଦର୍ଶକ ୧୩ ବର୍ଷ ଅପେକ୍ଷା କରିଥିଲେ। ଏହି ଫିଲ୍ମର ପ୍ରଥମ ପାର୍ଟ ଅବତାର-୧ ୨୦୦୯ରେ ରିଲିଜ୍‌ ହୋଇଥିଲା। ଉତ୍କୃଷ୍ଟମାନର ଭିଏଫ୍‌ଏକ୍ସ ଦର୍ଶକଙ୍କୁ ପ୍ରଭାବିତ କରିଛି। ତେବେ ଏହି ଫିଲ୍ମ ବିଶ୍ୱବ୍ୟାପୀ ପ୍ରଥମ ସପ୍ତାହରେ ୩୦୦୦ କୋଟିରୁ ଅଧିକ ବ୍ୟବସାୟ କରିଛି। ସମସ୍ତେ ‘ଅବତାର-୨’ କୁ ତୀବ୍ର ପ୍ରଶଂସା କରୁଛନ୍ତି, ସ୍ପଷ୍ଟ ଭାବରେ କହିବାକୁ ଗଲେ ବର୍ତ୍ତମାନ ସର୍ବଭାରତୀୟ ସ୍ତରରେ ଲୋକଙ୍କ ପ୍ରଥମ ପସନ୍ଦ ହୋଇରହିଛ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଯଦି ଆମେ ‘ଅବତାର ଦ ଓ୍ବେ ଅଫ୍‌ ଓ୍ବାଟର’ସଂଗ୍ରହକୁ ଦେଖିବା ତେବେ ଏହି ଫିଲ୍ମ ସମଗ୍ର ବିଶ୍ୱରେ ୩୫୦୦ କୋଟି ରେକର୍ଡ ସଂଗ୍ରହ କରିଛି। ଏଥିସହିତ ‘ସ୍ପାଇଡର୍‌-ମ୍ୟାନ – ନୋ ୱେ ହୋମ’ ଏବଂ ‘ଆଭେଞ୍ଜର୍ସ’କୁ ମଧ୍ୟ ପଛରେ ପକାଇଛି ‘ଅବତାର-୨’। ଏଭଳି ପରିସ୍ଥିତିରେ ଅନୁମାନ କରାଯାଉଛି ଯେ ‘ଅବତାର-୨’ ଚଳିତ ବର୍ଷର ସବୁଠାରୁ ସଫଳ ହଲିଉଡ ଚଳଚ୍ଚିତ୍ର ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…

ଏହି ଗୋଟିଏ ସର୍ତ୍ତ ସହିତ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ! ଜାଣନ୍ତୁ କ’ଣ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ହେବାର ସମ୍ଭାବନା ଉପରେ ଆଲୋଚନା ଚାଲିଛି। ଆଇସିସି କାର୍ଯ୍ୟସୂଚୀ ଅନୁଯାୟୀ, ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋରେ ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri