କିନ୍ନରଙ୍କ ପାଇଁ ରୋଜଗାର: ଗୁଆହାଟୀ ଷ୍ଟେଶନରେ ଖୋଲିଲା ପ୍ରଥମ ‘ଟ୍ରାନ୍ସ ଚା ଷ୍ଟଲ’…

ଗୁଆହାଟୀ , ୧୨/୩: ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରି ଭାରତୀୟ ରେଳବାଇ ଗୁଆହାଟୀ ଷ୍ଟେଶନରେ ପ୍ରଥମ ଥର ପାଇଁ ‘ଟ୍ରାନ୍ସ ଚା ଷ୍ଟଲ’ ଲଞ୍ଚ କରିଛି। ଯାହା କିନ୍ନରଙ୍‌ଙ୍କ ଦ୍ୱାରା ସମ୍ପୁର୍ଣ୍ଣ ଭାବରେ ପରିଚାଳିତ ହେବ। ଉତ୍ତର ପୂର୍ବାଞ୍ଚଳ ରେଳବାଇ ମୁଖପାତ୍ର ସବ୍ୟସାଚୀ ଦେ କହିଛନ୍ତି ଯେ କିନ୍ନରଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ‘ଟ୍ରାନ୍ସ ଚା ଷ୍ଟଲ’ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି।

ଏହି ପଦକ୍ଷେପ ପାଇଁ ଏନଇଏଫଆର ଅଲ ଆସାମ ଟ୍ରାନ୍ସଜେଣ୍ଡର ଆସୋସିଏଶନକୁ ସମସ୍ତ ସହଯୋଗ ଯୋଗାଇ ଦେଇଛି। ଗୁଆହାଟୀ ଷ୍ଟେଶନର ଏକ ନମ୍ବର ପ୍ଲାଟଫର୍ମରେ ଥିବା ‘ଟ୍ରାନ୍ସ ଚା ଷ୍ଟଲ’କୁ ଏନଏଫ ରେଳବାଇର ଜେନେରାଲ ମ୍ୟାନେଜର ଅନସୁଲ ଗୁପ୍ତା ଉଦଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାକୁମ୍ଭ ମେଳାର ସାଟେଲାଇଟ ଫଟୋ ଜାରି କଲା ଇସ୍ରୋ

ନୂଆଦିଲ୍ଲୀ, ୨୨ା୧: ପ୍ରତି ୧୨ ବର୍ଷରେ ଥରେ ଆୟୋଜନ ହେଉଥିବା ବିଶ୍ୱର ସବୁଠୁ ବଡ଼ ଧାର୍ମିକ ସମାରୋହ ମହାକୁମ୍ଭ ମେଳା ଗତ ୧୩ ତାରିଖରୁ ଉତ୍ତରପ୍ରଦେଶର...

‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ପ୍ରକୃତ ‘BOSS“

ନୂଆଦିଲ୍ଲୀ,୨୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଫିଜି ଗଣରାଜ୍ୟର ପ୍ରଧାନମନ୍ତ୍ରୀ ସିଟେନି ଲିଗାମାମାଡ଼ା ରାବୁକା। ସେ ମୋଦିଙ୍କୁ ବିଶ୍ୱର ପ୍ରକୃତ ବସ୍‌(ମାଲିକ) ବୋଲି...

ଭାରତ ପାଇଁ ଭାବପୂର୍ଣ୍ଣ ‘ଶେଷ ଚିଠି’ ଲେଖିଲେ ଆମେରିକୀୟ ରାଷ୍ଟ୍ରଦୂତ, କହିଲେ-‘ତୁମକୁ ଝୁରି ହେବି’…

ନୂଆଦିଲ୍ଲୀ,୨୨।୧: ଭାରତରେ ଆମେରିକୀୟ ରାଷ୍ଟ୍ରଦୂତ ଏରିକ ଗାର୍ସେଟିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତାଙ୍କର ଭାରତ ପ୍ରତି ଏକ ବିଶେଷ ଆସକ୍ତି ରହିଛି। ଅନେକ ଥର ସେ...

ମହାରାଷ୍ଟ୍ରରେ ବଡ ଦୁର୍ଘଟଣା: ଟ୍ରେନରୁ ଓହ୍ଲାଇଲା ବେଳେ ମାଡ଼ିଗଲା ଆଉ ଏକ ଟ୍ରେନ, ୧୦ ମୃତ

ମହାରାଷ୍ଟ୍ର,୨୨।୧: ମହାରାଷ୍ଟ୍ରର ଜଳଗାଁଓର ପରଣ୍ଡା ରେଳ ଷ୍ଟେସନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୁଷ୍ପକ ଏକ୍ସପ୍ରେସର ଯାତ୍ରୀମାନଙ୍କ ଉପରେ କର୍ଣ୍ଣାଟକ ଏକ୍ସପ୍ରେସ ମାଡି ଯାଇଛି। ଖବର...

ଏନଡିଏକୁ ଶକ୍ତ ଝଟ୍‌କା ଦେଲେ ନୀତିଶ କୁମାର! ଫେରାଇନେଲେ ସମର୍ଥନ

ନୂଆଦିଲ୍ଲୀ,୨୨।୧:ମୋଦି ସରକାରଙ୍କୁ ବଡ଼ ଝଟ୍‌କା ଦେଲେ ନୀତିଶ କୁମାର। ବୁଧବାର ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନେତୃତ୍ୱାଧୀନ ଜନତା ଦଳ (ୟୁନାଇଟେଡ) ନିଜ ସମର୍ଥନ ପ୍ରତ୍ୟାହାର...

ଆମେରିକାରେ ଜୟଶଙ୍କରଙ୍କୁ ଅପମାନ! ପଛଧାଡିକୁ ଯିବାକୁ କହିଲେ…ଭିଡିଓ ଭାଇରାଲ

ଓ୍ବାଶିଂଟନ୍‌,୨୨।୧:ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ନେଇ ସାରିଛନ୍ତି। ତାଙ୍କ ଶଫଥ ସମାରୋହରେ ଭାରତ ସମେତ ଅନେକ ଦେଶ ଏଥିରେ ଯୋଗ ଦେଇଥିଲେ।...

କୃଷକଙ୍କୁ ଖୁସିଖବର ଦେବେ ମୋଦି ସରକାର! ବୃଦ୍ଧି ହେବ…

ନୂଆଦିଲ୍ଲୀ,୨୨।୧: ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ମୋଦି କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଚାଷୀଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇପାରେ। ଯଦି ସୂତ୍ରଗୁଡ଼ିକୁ ବିଶ୍ୱାସ...

ସ୍କୁଲରେ ପ୍ରଧାନଶିକ୍ଷକ-ଶିକ୍ଷୟିତୀ କରୁଥିଲେ ଏମିତି କାମ, ସିସିଟିଭିରେ ଧରାପଡିବା ପରେ…

ନୂଆଦିଲ୍ଲୀ,୨୨।୧: ରାଜସ୍ଥାନର ଜଣେ ସରକାରୀ ସ୍କୁଲର ପ୍ରଧାନଶିକ୍ଷକ ଏବଂ ଜଣେ ମହିଳା ଶିକ୍ଷୟିତ୍ରୀ ସ୍କୁଲର କାର୍ଯ୍ୟାଳୟ ଭିତରେ ଅଶାଳୀନ କାର୍ଯ୍ୟ କରୁଥିବାର ଏକ ଭିଡିଓ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri