Posted inଫୁରସତ

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ କରାଯାଇଥିବା ପିୟର୍ସିଂ ଅନେକ ସମୟରେ ଚିରି ବଡ଼ ହେଇଯାଏ। କାରଣ କାନର ବାହ୍ୟଅଂଶ କାର୍ଟିଲେଗ ଓ ଚର୍ମରେ ତିଆରି, ଯାହା କି ବହୁତ ନରମ। ତେବେ ଆଶ୍ଚର୍ଯ୍ୟର କଥା ଇଂଲଣ୍ଡର ଜନୀ ଷ୍ଟ୍ରେଞ୍ଜ ନାମକ ଜଣେ ବ୍ୟକ୍ତିଙ୍କ କାନ ଏତେ ଶକ୍ତ ଯେ, ସେ ଭାରିରୁ ଅତି ଭାରି ବସ୍ତୁକୁ ବି ନିଜ କାନରେ ଟାଣିପାରନ୍ତି। ୨୦୧୪ ମସିହା, ମେ ମା ୧୨ ତାରିଖରେ ତ ସେ ଏକ ଅସମ୍ଭବ କାମକୁ ସମ୍ଭବ କରି ଦେଖାଇଥିଲେ। ସେସ୍‌ନା ୧୭୨-ପି ଏୟାରକ୍ରାଫ୍ଟକୁ ସେ ନିଜ କାନରେ କରିଥିବା କଣାରେ ଏକ ଦଉଡ଼ିର ଗୋଟିଏ ପଟର ହୁକ ଲଗାଇ, ଆରପଟର ହୁକକୁ ଏୟାରକ୍ରାଫ୍ଟ ସହ ବାନ୍ଧି ଏୟାରକ୍ରାଫ୍ଟକୁ ୨୦.୪ ମିଟର ପର୍ଯ୍ୟନ୍ତ ଟାଣିଥିଲେ। ସେହି ଏୟାରକ୍ରାଫ୍ଟର ଓଜନ ୬୭୭.୮ କେ.ଜି. ଥିଲା। ଏତେ ବଡ଼ ଓ ଭାରି ଏୟାରକ୍ରାଫ୍ଟକୁ କାନର ପିୟର୍ସିଂରେ ଟାଣିବା ଦେଖି ସମସ୍ତେ ଚକିତ ହୋଇଯାଇଥିଲେ। ଆଉ ତାଙ୍କୁ ‘ଦ ମ୍ୟାନ ଉଇଥ ଇୟର୍ସ ଅଫ୍‌ ଷ୍ଟିଲ’ ବୋଲି କୁହାଗଲା। ଅର୍ଥାତ୍‌ ଷ୍ଟିଲ୍‌ର କାନ ଥିବା ବ୍ୟକ୍ତିଭାବେ ସେ ପରିଚିତ ହେଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri