ଆର୍ଥ ଆଓ୍ବାର: ଘଣ୍ଟାଏ ପାଇଁ ଚାରିଆଡ ଅନ୍ଧାର

ଭୁବନେଶ୍ୱର,୨୨ା୩: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ମାସ ଶେଷ ଶନିବାର ଆର୍ଥ ଆଓ୍ବାର ଭାବେ ପାଳନ କରାଯାଏ। ଏବର୍ଷର ବିଷୟବସ୍ତୁ ରହିଛି ‘ୟୁନାଇଟେଡ୍‌ ଫର୍‌ ଆଓ୍ବାର ଓ୍ବାନ୍‌ ଶେୟାରଡ୍‌ ହୋମ୍‌’। ବିଶ୍ୱବାସୀ ରାତି ୮ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ୧ ଘଣ୍ଟା ବିଦ୍ୟୁତ୍‌ ଆଲୁଅ ବନ୍ଦ କରି ଏହି ଆର୍ଥ ଆୱାର ପାଳନ କରିବେ।

୨୦୦୮ରୁ ଏଯାଏ ଏହି ଦିବସକୁ ସାରା ବିଶ୍ୱର ୧୯୦ଟି ଦେଶରେ ପାଳନ କରାଯାଉଛି। ଏହି ଦିନ ଆଲୋକ ସହ ସମସ୍ତ ଅନାବଶ୍ୟକ ବିଦ୍ୟୁତ୍‌ ଉପକରଣକୁ ବନ୍ଦ ରଖିବା ଦ୍ୱାରା ଯେତିକି ପରିମାଣର ବିଦ୍ୟୁତ୍‌ ସଞ୍ଚୟ ହେବ, ତାହା ସମଗ୍ର ବିଶ୍ୱର ଭବିଷ୍ୟତ ଆଲୋକିତ କରିବା ଦିଗରେ ସହାୟକ ହେବ ବୋଲି ବାର୍ତ୍ତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Gold prices drop Today: ଅକ୍ଷୟ ତୃତୀୟାରେ କମିଗଲା ସୁନା ଦର! ଜାଣନ୍ତୁ ମେକିଂ ଚାର୍ଜ ଓ GST ମିଶାଇ ଦେବାକୁ ପଡିବ କେତେ ଟଙ୍କା?

ଭୁବନେଶ୍ୱର, ୩୦।୪: ଅକ୍ଷୟ ତୃତୀୟା ଅବସରରେ ଭାରତରେ ସୁନାର ଦରରେ ସାମାନ୍ୟ ହ୍ରାସ ଦେଖାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନାର ମୂଲ୍ୟ ପ୍ରାୟ...

ଏହି ମୁସ୍‌ଲିମ ଦେଶରେ ଛାଡ଼ପତ୍ର ପରେ ଖୁସି ମନାନ୍ତି ମହିଳା, ରହିଛି ନିଜସ୍ବ ବଜାର

ବିଶ୍ୱରେ ଏପରି ଅନେକ ଦେଶ ଅଛି, ଯେଉଁଠାରେ ଘଟୁଥିବା ଅନନ୍ୟ ଘଟଣା ପାଇଁ ଜଣାଶୁଣା। ଏପରି କିଛି କଥା ଏହି ଦେଶ ବିଷୟରେ ଜାଣି ଲୋକମାନେ...

କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୩୦।୪: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ...

Pahalgam Attackରେ ପାକିସ୍ତାନ ସହ ଏମାନଙ୍କର ଅଛି ବଡ଼ କନେକ୍ସନ, ଭାରତ ହାତରେ ଲାଗିଲା ସାଂଘାତିକ ପ୍ରମାଣ

ଶ୍ରୀନଗର, ୩୦।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଏହି...

ଆଜିଠୁ ଘରଘର ବୁଲି ସର୍ଭେ କରିବେ ଶିକ୍ଷକ, ଶିକ୍ଷୟିତ୍ରୀ: ଅଧାରୁ ପାଠ ଛାଡ଼ିଥିବା ପିଲାଙ୍କ…

ଭୁବନେଶ୍ୱର,୩୦।୪: ଛାତ୍ରୀଛାତ୍ର ଅଧାରୁ ପାଠ ଛାଡ଼ିବା ନେଇ ବୁଧବାରଠୁ ସର୍ଭେ ଆରମ୍ଭ ହୋଇଛି। ଏହି ସର୍ଭେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ହେବ। ଘରକୁ ଘର...

ଭାରତରେ ଥିବା ପାକ୍‌ ନାଗରିକଙ୍କୁ ମିଳିଲା ଆଶ୍ୱସ୍ତି, କରିପାରିବେ ପୁନଃ ଭିଜା ଆବେଦନ

ନୂଆଦିଲ୍ଲୀ,୩୦ା୪: ଭାରତରେ ରହିଯାଇଥିବା ପାକ୍‌ ନାଗରିକଙ୍କ ପାଇଁ ଖୁସି ଖବର। ପାକ୍‌ ନାଗରିକମାନେ ମେ’ ୧୦ରୁ ଜୁଲାଇ ୧୦ ଭିତରେ ପୁନଃ ଭିଜା ଆବେଦନ କରିପାରିବେ।...

ଚାଷୀଙ୍କ ପାଇଁ ବଡ଼ ଖୁସିଖବର : ଆସିଲା ସିଏମ୍‌ କିଷାନ ଟଙ୍କା

ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ...

OUAT ଫାର୍ମରେ ହଳକରି  ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri