ତୃତୀୟ ବିଶ୍ୱ ଯୁଦ୍ଧ ମୁହାଁ ପୃଥିବୀ…

ମସ୍କୋ,୧୩।୭ : ନାଟୋ ଶିଖର ସମ୍ମିଳନୀରେ ୟୁକ୍ରେନ ପାଇଁ ଏକ ସୁରକ୍ଷା ପ୍ୟାକେଜ ସ୍ବାକ୍ଷରିତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହଯୋଗୀ ଦିମିତ୍ରୀ ମେଡଭେଡେଭ ଚେତାବନୀ ଦେଇଛନ୍ତି ବିଶ୍ୱ ତୃତୀୟ ବିଶ୍ୱଯୁଦ୍ଧର ନିକଟତର ହେବାକୁ ଯାଉଛି। କ୍ରେମଲିନର ଶକ୍ତିଶାଳୀ ସୁରକ୍ଷା ପରିଷଦର ଡେପୁଟି ସେକ୍ରେଟାରୀ ମେଡଭେଡେଭ କହିଛନ୍ତି ରୁଷିଆ ଏହାର ଲକ୍ଷ୍ୟ ହାସଲ କରିବା ନେଇ ଅଟକି ଯିବ ନାହିଁ।

ଲିଥୁଆନିଆରେ ନାଟୋ ଶିଖର ସମ୍ମିଳନୀ ସମାପ୍ତ ହେବାର ଗୋଟିଏ ଦିନ ପୂର୍ବରୁ ମେଡଭେଡେଭ ଟେଲିଗ୍ରାମରେ କହିଛନ୍ତି, ସମ୍ପୂର୍ଣ୍ଣ ପାଗଳ ପାଶ୍ଚାତ୍ୟ ଅନ୍ୟ କିଛି ଚିନ୍ତା କରିପାରିବ ନାହିଁ। ଏହା ଏକ ଶେଷ ଅନ୍ତ। ତୃତୀୟ ବିଶ୍ୱଯୁଦ୍ଧ ପାଖେଇ ଆସୁଛି। ପୃଥିବୀ ତୃତୀୟ ବିଶ୍ୱ ଯୁଦ୍ଧ ମୁହାଁ ହେବାରେ ଲାଗିଛି।

ବ୍ରିଟେନ, ଆମେରିକା, ଜାପାନ, କାନାଡା, ଫ୍ରାନ୍ସ, ଜର୍ମାନୀ ଏବଂ ଇଟାଲୀର ନେତାମାନେ ବାୟୁ ପ୍ରତିରକ୍ଷା ପ୍ରଣାଳୀ, ଆର୍ଟିଲିରି, ସଶସ୍ତ୍ର ଯାନ ଯୋଗାଇବା ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷର କରିଥିଲେ। ଏଥି ସହିତ ବ୍ରିଟେନ ଆହୁରି ଅଧିକ ୟୁକ୍ରେନ ପାଇଲଟଙ୍କୁ ତାଲିମ ଦେବ।

ମେଡଭେଡେଭ ବାରମ୍ବାର ପରମାଣୁ ଯୁଦ୍ଧକୁ ଧମକ ଦେଉଛନ୍ତି। ଏକ ସପ୍ତାହ ପୂର୍ବରୁ ସେ ଚେତାବନୀ ଦେଇଥିଲେ ବିଶ୍ୱ ତୃତୀୟ ବିଶ୍ୱଯୁଦ୍ଧର ସମ୍ମୁଖୀନ ହେବାକୁ ଯାଉଛି ଏବଂ ପରମାଣୁ ଯୁଦ୍ଧର ଆଶଙ୍କା ବଢ଼ିବାରେ ଲାଗିଛି। ପାଶ୍ଚାତ୍ୟ ଦେଶ ଏଥିପାଇଁ ଦାୟୀ। ୟୁକ୍ରେନକୁ ସହାୟତା ଦେବା ଅତ୍ୟନ୍ତ ନକାରାତ୍ମକ ପରିଣାମ ଦେବ। ରୁଷିଆର ସୁରକ୍ଷା ବିରୋଧରେ ୟୁକ୍ରେନ ସହାୟତାକୁ ବିବେଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?