Posted inଜାତୀୟ

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯ ଥିଲା। ଭୂକମ୍ପ ସକାଳ ୮.୩୧ରେ ଅନୁଭୂତ ହୋଇଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଲେହ ନିକଟରେ ଥିଲା।

ସ୍ଥାନୀୟ ଲୋକମାନେ କହିଛନ୍ତି, ଏହି ଭୂକମ୍ପ ଅନେକ ଅଞ୍ଚଳକୁ ଥରାଇ ଦେଇଛି। ତେବେ ଏଥିରେ କୌଣସି ମୃତାହତ କିମ୍ବା ସମ୍ପତ୍ତିର ବଡ଼ କ୍ଷତିର ରିପୋର୍ଟ ନାହିଁ। ପ୍ରଶାସନ କୌଣସି ନିର୍ଦ୍ଦିଷ୍ଟ ଚେତାବନୀ ମଧ୍ୟ ଜାରି କରିନାହିଁ। ରିପୋର୍ଟରେ କୁହାଯାଇଛି ଯେ, ଭୂକମ୍ପର କେନ୍ଦ୍ର ଲେହ ନିକଟରେ ଥିଲା। ଗଭୀରତା କିମ୍ବା ସଠିକ ସ୍ଥାନ ଭଳି ଆଉ କୌଣସି ବିବରଣୀ ବର୍ତ୍ତମାନ ସୁଦ୍ଧା ଉପଲବ୍ଧ ନାହିଁ। ଅଧିକାରୀମାନେ ପରିସ୍ଥିତି ସ୍ବାଭାବିକ ଅଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

ବଡ଼ ସଫଳତା, ନାଗ-ଅହିରାଜ ବିଷକୁ ମାତ୍‌ ଦେବ ଲାବ୍‌ ନିର୍ମିତ ଆଣ୍ଟିଭେନମ୍‌!

ନୂଆଦିଲ୍ଲୀ, ୧୧ା୯ (ପି.ଟି.): ନାଗ, ଅହିରାଜ ଭଳି ସାପ ବିଷ ବିରୋଧରେ ସଂଗ୍ରାମ ପାଇଁ ଗବେଷକମାନେ ଏକ ନୂତନ ଲାବ୍‌-ନିର୍ମିିତ ‘ରିକମ୍ବିନାଣ୍ଟ ଆଣ୍ଟିଭେନମ୍‌’ ପ୍ରସ୍ତୁତ କରିଛନ୍ତି। ମୂଷାଙ୍କ…

ଭାରତର GDP ଅଭିବୃଦ୍ଧି ଦେଖି IMF ଛାନିଆ, କହିଲା ଫଳାଫଳ….

ନୂଆଦିଲ୍ଲୀ,୧୧ା୯: ଭାରତୀୟ ଅର୍ଥନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ବାସ୍ତବ GDP ବୃଦ୍ଧି ୭.୮…

ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ…

ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ…

ଭାରତରେ ପହଞ୍ଚିଲେ ପୁଟିନ: ଜୋରଦାର ସ୍ବାଗତ, ଜିନ୍‌ପିଙ୍ଗଙ୍କୁ ଅପେକ୍ଷା

ନୂଆଦିଲ୍ଲୀ,୧୧।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ସକାଳେ ଭାରତରେ ପହଞ୍ଚିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଭାରତୀୟ ଅଧିକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?