ଆଫଗାନିସ୍ତାନରେ ହୋଇଥିବା ଭୂକମ୍ପରେ ମୃତକଙ୍କ ସଂଖ୍ୟା ବଢୁଛି

କାବୁଲ,୨୨ା୬: ଆଫଗାନିସ୍ତାନରେ ଭୟଙ୍କର ଭୂକମ୍ପ ହୋଇଛି। ଫଳରେ ୧୦୦୦ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ଥିଲା।

ଏକ ରିପୋର୍ଟ ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ରବିନ୍ଦୁ ପୂର୍ବ ଆଫଗାନିସ୍ତାନର ଖୋସ୍ତ ସହରଠାରୁ ୪୪ କିମି ଦୂରରେ ହୋଇଥିଲା। ଏହି ଭୂକମ୍ପ ପ୍ରଭାବରେ ଆଫଗାନିସ୍ତାନର ପାକଟିକା ପ୍ରାନ୍ତରରେ ବ୍ୟାପକ କ୍ଷୟକ୍ଷତି ହୋଇଛି।

ପାକିସ୍ତାନର ପେଶାଓ୍ବର, ଇସ୍‌ଲାମାବାଦ, ଲାହୋର ଏବଂ ପଞ୍ଜାବ ତଥା ଖୈବର ପଖତୁନଖ୍ବା ପ୍ରାନ୍ତର ବିଭିନ୍ନ ଅଞ୍ଚଳ ଏପରିକି ଭାରତ ପର୍ଯ୍ୟନ୍ତ ଏହି ଭୟଙ୍କର ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଭୂକମ୍ପର ପ୍ରଭାବ ଏତେ ଭୟଙ୍କର ଥିଲା ଯେ, ଆଫଗାନିସ୍ତାନରେ ଅନେକ ବଡ଼ ବଡ଼ କୋଠା ଭୁଶୁଡି ପଡ଼ିଛି। ଫଳରେ କୋଠା ତଳେ ଚାପି ହୋଇ ଅନେକ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ମୃତ୍ୟୁସଂଖ୍ୟା ଆଗକୁ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri