Posted inଜାତୀୟ

ଘଣ୍ଟାକ ଭିତରେ ୨ ଥର ଥରି ଉଠିଲା ଜମ୍ମୁ-କଶ୍ମୀର

ଜମ୍ମୁ,୨୫ ।୮: ଜମ୍ମୁ-କଶ୍ମୀରରେ ବୁଧବାର ବିଳମ୍ବିତ ରାତିରେ ଗାଟିଏ ପରେ ଗୋଟିଏ ଲଗାତାର ୨ଟି ଭୂକମ୍ପ ହୋଇଛି । ଜମ୍ମୁ-କଶ୍ମୀରର ଡୋଡା ଓ କିଶତୱାଡ ଜିଲାରେ ଏହି ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୧ । ହେଲେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି ।
ସୂଚନା ମୁତାବକ, ବୁଧବାର ରାତିରେ ସବୁକିଛି ଠିକଠାକ ଥିଲା । ଲୋକେ ଗାଢ ନିଦରେ ଶୋଇଥିଲେ । ହଠାତ୍ ଭୂକମ୍ପ ଅନୁଭୁତ ହେବାରୁ ଲୋକେ ଭୟଭୀତ ହୋଇଯାଇଥିଲେ । ଏକ ଘଣ୍ଟା ମଧ୍ୟରେ ୨ଥର କମ୍ପନ ସୃଷ୍ଟି ହୋଇଥିଲା । ପ୍ରଥମଟି ୧୧ଟା ୪ମିନିଟରେ ହୋଇଥିବା ବେଳେ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୨ ଥିଲା ବୋଲି କୁହାଯାଉଛି । ଏକ ଘଣ୍ଟା ମଧ୍ୟରେ ଅର୍ଥାତ୍ ରାତି ପ୍ରାୟ ୧୧ଟା ୫୨ରେ ଦ୍ୱିତୀୟ ଭୂକମ୍ପଟି ଅନୁଭୁତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୧ ।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ମନ୍ତ୍ରୀ ସୁବ୍ରତ ଶାହା

କୋଲକାତା,୨୯ା୧୨: ପଶ୍ଚିମବଙ୍ଗ ମନ୍ତ୍ରୀ ତଥା ଟିଏମ୍‌ସି ନେତା ସୁବ୍ରତ ଶାହାଙ୍କର ମୁର୍ସିଦାବାଦ ଜିଲାରେ ଗୁରୁବାର ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୬୯ ବର୍ଷ ହୋଇଥିଲା। ଏନେଇ...

ହଜାରେ ବର୍ଷରେ ଥରେ ବାଦୁଡିଠାରୁ ମଣିଷକୁ ବ୍ୟାପୁଛି କରୋନା !

ନୂଆଦିଲ୍ଲୀ,୧୬।୪: ଇଣ୍ଡିଆନ କାଉନସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌)ର ଏକ ସୂଚନା ଅନୁଯାୟୀ, ଚାଇନାରେ କରାଯାଇଥିବା ଗବେଷଣାରୁ ଜଣାପଡିଛି କି କୋଭିଡ-୧୯ ମହାମାରୀର ମୂଳ କୁହାଯାଉଥିବା କରୋନା...

ବିସିସିଆଇ ପକ୍ଷରୁ ଐତିହାସିକ ନିଷ୍ପତ୍ତି: ପୁରୁଷ, ମହିଳା କ୍ରିକେଟର୍‌ଙ୍କୁ ସମାନ ମ୍ୟାଚ୍‌ ଫି’

ନୂଆଦିଲ୍ଲୀ,୨୭।୧୦: ଭାରତରେ କ୍ରିକେଟ ବୋର୍ଡ(ବିସିସିଆଇ) ମହିଳା କ୍ରିକେଟ ଖେଳାଳିଙ୍କ ବିଷୟରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଣିକ ଭାରତୀୟ ମହିଳା ଏବଂ ପୁରୁଷ କ୍ରିକେଟର୍‌ଙ୍କୁ ସମାନ...

ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳ: ୧୦ ମନ୍ତ୍ରଣାଳୟ ଉପରେ ୫ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୦।୨: ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳତା ନେଇ କେନ୍ଦ୍ର ସରକାରଙ୍କ ଉପରେ ସୁପ୍ରିମ୍‌କୋର୍ଟ ବର୍ଷିଛନ୍ତି। କେନ୍ଦ୍ରର ୧୦ଟି ମନ୍ତ୍ରଣାଳୟ ଉପରେ ଏନେଇ ସୁପ୍ରିମ୍‌କୋର୍ଟ...

ସିଏଏ ନିର୍ଦ୍ଦିଷ୍ଟ ଲକ୍ଷ୍ୟ ପାଇଁ ସୀମିତ ଆଇନ

ନୂଆଦିଲ୍ଲୀ,୨୭।୪: ନାଗରିକତ୍ୱ (ସଂଶୋଧନ) ଆଇନ (ସିଏଏ) ଏକ ସୀମିତ ତଥା ନିର୍ଦ୍ଦିଷ୍ଟ ଲକ୍ଷ୍ୟ ହାସଲ ଲାଗି ଉଦ୍ଦିଷ୍ଟ ଆଇନ। ଏହା ଏକ ଧାର୍ଯ୍ୟ ସମୟସୀମା ମଧ୍ୟରେ...

ପୂର୍ବତନ ପୋଲିସ କମିଶନରଙ୍କ ଘରେ ଲାଗିଲା ନୋଟିସ

ମୁମ୍ବାଇ,୨୩।୧୧: ବେଆଇନ ଅର୍ଥ ଆଦାୟ ମାମଲାରେ ସ୍ଥାନୀୟ ଅଦାଲତ ମଙ୍ଗଳବାର ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ପଳାତକ ଘୋଷଣା କରିଛନ୍ତି। ଏପରି କି...

ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୭।୭: ଜମ୍ମୁ-କଶ୍ମୀର ବାରମୁଳା ଜିଲାରେ ବୁଧବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ସୋପୋରେ ଅଞ୍ଚଳର ଗୁଣ୍ଡ ବ୍ରଥ ଗାଁର ମୀର୍‌ ମହଲାଠାରେ କିଛି ଆତଙ୍କବାଦୀ ଲୁଚିଥିବା...

ରୋଡ୍‌ଶୋ ବେଳେ ମୁହାଁମୁହିଁ ହେଲେ ଅଖିଳେଶ-ପ୍ରିୟଙ୍କା

ଲକ୍ଷ୍ନୌ,୪।୨: ଉତ୍ତରପ୍ରଦେଶର ବୁଲନ୍ଦଶହର ରୋଡ୍‌ଶୋ ବେଳେ ପରସ୍ପରକୁ ଭେଟିଥିଲେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଓ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ। ପ୍ରିୟଙ୍କା...

Advertisement
Archives

Model This Week