Posted inଜାତୀୟ

ଉତ୍ତରାଖଣ୍ଡରେ ଭୂକମ୍ପ ଅନୁଭୂତ

ଡେରାଡୁନ୍‌,୧୬।୧୦(୦୭): ଉତ୍ତରାଖଣ୍ଡ ପିଥୋରାଗଡରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୦ ମାପ କରାଯାଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ପିଥୋରାଗଡର ୪୦ କିଲୋମିଟର ଉତ୍ତର-ପୂର୍ବରେ ଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ପିଥୋରାଗଡରେ ୫ କିଲୋମିଟର ଗଭୀରରେ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri