Posted inଜାତୀୟ

ଥରିଲା ଦିଲ୍ଲୀ

ନୂଆଦିଲ୍ଲୀ,୨୫।୧୨: ନୂଆଦିଲ୍ଲୀରେ ଶୁକ୍ରବାର ସକାଳୁ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ମାତ୍ର ୨.୩ ଥିବାରୁ ବିଶେଷ କିଛି କ୍ଷୟକ୍ଷତି ହୋଇନାହିଁ। ଦିଲ୍ଲୀର ନାଙ୍ଗଲୋଇ ଓ ଏହାର ଆଖପାଖ ଅଞ୍ଚଳରେ ସକାଳ ୫.୦୨ ମିନିଟ୍‌ରେ ଏହି ଝଟକା ଅନୁଭୂତ ହୋଇଛି। ଭୂକମ୍ପ ଝଟ୍‌କା ଲାଗିବା ମାତ୍ରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଗସ୍ତ ପୂର୍ବରୁ ଆକ୍ରମଣ ପଣ୍ଡ

ଜମ୍ମୁ,୨୩।୪ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜମ୍ମୁ-କଶ୍ମୀର ଗସ୍ତ ପୂର୍ବରୁ ବେଆଇନ ଘୋଷିତ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର ଆତ୍ମଘାତୀ ବିସ୍ଫୋରଣ ଉଦ୍ୟମକୁ ସୁରକ୍ଷା ବଳ ପଣ୍ଡ...

ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ଉପଶମ ସହିତ କିଡ୍‌ନୀ ଏବଂ ଲିଭର ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ପାଣିରୁ ଗ୍ଲାସେ…

ପ୍ରତିଦିନ ସକାଳେ ହଳଦି ପାଣି ପିଇଲେ ବହୁ ଫାଇଦା ମିଳିଥାଏ । ହଳଦି ପାଣିରେ କରକ୍ୟୁମିନ୍‌ ଅଧିକ ଥିବାରୁ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଉପଶମ କରିବାରେ ଏହା...

ସୁପ୍ରିମ୍‌କୋର୍ଟର ୪ ବିଚାରପତି ନେଲେ ଶପଥ: ଆସନ୍ତା ମାସଠାରୁ ଜଣିକିଆ ଖଣ୍ଡପୀଠରେ ବିଚାର ହେବା ସମ୍ଭାବନା

ନୂଆଦିଲ୍ଲୀ, ୨୩।୯: ସୁପ୍ରିମ୍‌କୋର୍ଟର ୪ ନୂଆ ବିଚାରପତି ସୋମବାର ଶପଥ ନେଇଛନ୍ତି। ଏହାଦ୍ୱାରା ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ବିଚାରପତି ହିମାଚଳପ୍ରଦେଶ...

ସର୍ବଦଳୀୟ ବୈଠକ: ଗୃହରେ ବେରୋଜଗାରି ଉପରେ ଆଲୋଚନା ହେବାକୁ ଜୋର ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହାପୂର୍ବରୁ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଗୃହରେ ସବୁ...

ଜିଅନ୍ତା ଜାଳିବା ପୂର୍ବରୁ ନିର୍ଯାତନା ଦିଆଯାଇଥିଲା

ରାମପୁରହାଟ,୨୪।୩: ୩ ମହିଳା ଏବଂ ୨ ଶିଶୁଙ୍କ ସମେତ ୮ ଜଣଙ୍କୁ ପଶ୍ଚିମବଙ୍ଗର ବୀରଭୁମ ଜିଲାରେ ଜିଅନ୍ତ ଜାଳି ଦିଆଯାଇଥିଲା। ମୃତକଙ୍କ ବ୍ୟବଚ୍ଛେଦ କରାଯିବା ପରେ...

ହଠାତ୍‌ ଉଭେଇ ଗଲା ନଦୀ, ଶୁଖିଲାରେ ମାଛ ହେଲେ ଛଟପଟ…

ଶ୍ରୀନଗର,୧୭।୨ : ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ପ୍ରସିଦ୍ଧ ପାହାଡି ନଦୀର ନାଳ ବ୍ରେଙ୍ଗୀରେ ହଠାତ୍‌ ଭୂସ୍ଖଳନ ହେତୁ ଏକ ଗଭୀର ସିଙ୍କହୋଲ ସୃଷ୍ଟି ହୋଇଥିଲା।...

ଘୁଞ୍ଚିଲା ଚନ୍ଦ୍ରଶେଖର ଆଜାଦଙ୍କ ଜାମିନ ସଂଶୋଧନ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୮।୧: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ଜାମିନ ସଂଶୋଧନ ମାମଲର ଶୁଣାଣିକୁ ଦିଲ୍ଲୀର ଏକ କୋର୍ଟ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୨୧ ତାରିଖରେ ଏହି...

ତ୍ରିରଙ୍ଗାକୁ ଘୋଡ଼ାଇ ଦେଲା ଭାଜପା ଦଳୀୟ ପତାକା

ନୂଆଦିଲ୍ଲୀ,୨୩।୮: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ଶେଷ ଦର୍ଶନ ବେଳର ଏକ ଫଟୋ ସୋସିଆଲ ମିଡିଆରେ ଚର୍ଚ୍ଚାର କାରଣ ପାଲଟିଛି। ଭେଟେରାନ ଭାଜପା...

Advertisement
Archives

Model This Week