କାବୁଲ,୨୬।୧୧:ଆଫଗାନିସ୍ତାନର ଫାୟାଜବାଦରେ ଶନିବାର ୪.୫୪ ମିନିଟ୍ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪.୨ ରେକର୍ଡ ହୋଇଛି। ସେହିପରି ଆକ୍ଷାଂଶ ୩୬.୪୬ ହୋଇଥିବା ବେଳେ ଦ୍ରାଘିମା ୭୧.୪୨ ରହିଛି। ତେବେ ଏହି ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।
କାବୁଲ,୨୬।୧୧:ଆଫଗାନିସ୍ତାନର ଫାୟାଜବାଦରେ ଶନିବାର ୪.୫୪ ମିନିଟ୍ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪.୨ ରେକର୍ଡ ହୋଇଛି। ସେହିପରି ଆକ୍ଷାଂଶ ୩୬.୪୬ ହୋଇଥିବା ବେଳେ ଦ୍ରାଘିମା ୭୧.୪୨ ରହିଛି। ତେବେ ଏହି ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।
ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…
ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…
ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…
ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…
ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…
ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…