ଥରିଲା ଆଫଗାନିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୩

କାବୁଲ,୨।୪: ଆଫଗାନିସ୍ତାନରେ ରବିବାର ପୁଣି ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ଥିବା କୁହାଯାଉଛି। ନ୍ୟାଶନାଲ ସେଣ୍ଟର ଫର ସିସ୍ମୋଲୋଜି କହିଛି, ଭୂକମ୍ପର ଝଟକା ଆଫଗାନିସ୍ତାନର ଫୌଜାବାଦରେ ଅଧିକ ରହିଛି। ଏହି ଭୂକମ୍ପରେ ଏବେ ପର୍ଯ୍ୟନ୍ତ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ। ଏହି ସୂଚନା ନ୍ୟାଶନାଲ ସେଣ୍ଟର ଫର ସିସ୍ମୋଲୋଜି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଇରାନକୁ ସହାୟତା କରୁଛି ରୁଷିଆ! ଜେଲେନସ୍କିଙ୍କ ଦାବି ଉପରେ ଟ୍ରମ୍ପଙ୍କ ବଡ଼ ବୟାନ

ଓ୍ବାଶିିଂଟନ,୨୮।୭: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଦ୍ୱାରା କରାଯାଇଥିବା ଏକ ଦାବିର ଜବାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜେଲେନସ୍କି କହିଥିଲେ ଯେ ରୁଷିଆ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri