ପୁଣି ଥରିଲା ଆଫଗାନିସ୍ତାନ

କାବୁଲ,୨୬।୧୧:ଆଫଗାନିସ୍ତାନର ଫାୟାଜବାଦରେ ଶନିବାର ୪.୫୪ ମିନିଟ୍‌ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୨ ରେକର୍ଡ ହୋଇଛି। ସେହିପରି ଆକ୍ଷାଂଶ ୩୬.୪୬ ହୋଇଥିବା ବେଳେ ଦ୍ରାଘିମା ୭୧.୪୨ ରହିଛି। ତେବେ ଏହି ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।

Share