ସପ୍ତାହରେ ଦ୍ୱିତୀୟ ଥର ଥରିଲା ମେକ୍ସିକୋ

ମେକ୍ସିକୋ,୨୫।୫: ପାନାମା-କଲମ୍ବିଆ ସୀମାରୁ କିଛି ଦୂର କ୍ୟାରୋବିୟାନ ସାଗରରେ ବୁଧବାର ରାତିରେ ଭୂକମ୍ପର ଝଟକା ଅନୁଭୁତ ହୋଇଛି। ଆମେରିକା ଭୂବିଜ୍ଞାନ ସର୍ବେକ୍ଷଣ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୬ ମପାଯାଇଛି।

ସୂଚନାନୁସାରେ, ଭୂକମ୍ପରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ କହିଛି ଯେ ପାନାମାର ପୁଏରୋ ଓବାଲଡାର ଉତ୍ତର-ପୂର୍ବଠାରୁ ପ୍ରାୟ ୪୧କିଲୋମିଟର ଦୂରରେ ଏହି ଭୂକମ୍ପ ହୋଇଛି। ଏହି ଭୂକମ୍ପ କେନ୍ଦ୍ର ୧୦ କିଲୋମିଟର (୬ ମାଇଲ) ଗଭୀରରେ ଥିଲା।

ସୂଚନାଯୋଗ୍ୟ, ମେ ୧୮ରେ, ମେକ୍ସିକୋରେ ଏକ ଭୁକମ୍ପ ଆସିଥିଲା। ସେତେବେଳେ ଏହାର ତୀବ୍ରତା ଥିଲା ୬.୪। ୬.୪ମ୍ୟାଗ୍ନିଚ୍ୟୁଡର ଏହି ଭୂକମ୍ପ କେନ୍ଦ୍ରୀୟ ଆମେରିକୀୟ ଦେଶ ତଥା ଦକ୍ଷିଣ ମେକ୍ସିକୋର କିଛି ଅଂଶକୁ ଥରାଇ ଦେଇଥିଲା। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ କହିଥିଲା ଯେ ଏହାର ଭୂକମ୍ପ କେନ୍ଦ୍ର ଗୁଆଟେମାଲାର କାନିଲା ପୌରପାଳିକାର ୨ କିଲୋମିଟର ଦକ୍ଷିଣ ପୂର୍ବରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri