କ୍ରୋଏସିଆରେ ଭୟଙ୍କର ଭୂମିକମ୍ପ

କ୍ରୋଏସିଆ,୨୯ା୧୨: କେନ୍ଦ୍ରୀୟ କ୍ରୋଏସିଆରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୫ ଥିବା ଜଣାପଡ଼ିଛି। ଏହା ଦ୍ୱାରା କେନ୍ଦ୍ରୀୟ କ୍ରୋଏସିଆରେ ଥିବା ପେଟ୍ରିଞ୍ଜା ସହରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହି ଭୂମିକମ୍ପରେ ଅନେକ ବଡ଼ବଡ଼ କୋଠା, ଆପାର୍ଟମେଣ୍ଟ ଭାଙ୍ଗି ପଡ଼ିଥିବା ଦେଖାଯାଇଛି। ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ହ୍ୟାଲିକପ୍ଟର ‘ଚିତା’ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲ/ଟିମ୍ପୁ,୨୭।୯: ଭାରତୀୟ ବାୟୁସେନାର ଚିତା ହେଲିକପ୍ଟର ଶୁକ୍ରବାର ଭୁଟାନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଭାରତୀୟ ସେନାର ୨ ପାଇଲଟ ଶହୀଦ ହୋଇଛନ୍ତି। ମୃତ ପାଇଲଟଙ୍କ...

ପାକିସ୍ତାନକୁ ଆମେରିକାର ତାଗିଦ: ହାଫିଜ, ଆଝାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅ

ନ୍ୟୁୟର୍କ,୨୮।୯(ପି.ଟି.): ଭାରତ ସହ ଲାଗି ରହିଥିବା ଉତ୍ତେଜନା ହ୍ରାସ କରିବାକୁ ହେଲେ ହାଫିଜ ସୟିଦ, ମାସୁଦ ଆଝାରଙ୍କ ଭଳି ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା...

ରାଜପାକ୍‌ସେଙ୍କୁ ବିଜୟର ଶୁଭେଚ୍ଛା ଜଣାଇଲେ ପ୍ରେମଦାସା

କଲମ୍ବୋ,୧୭।୧୧: ଦିନକୁ ପୂର୍ବରୁ ଶ୍ରୀଲଙ୍କାରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଶ୍ରୀଲଙ୍କା ଶାସକ ଦଳର ପ୍ରାର୍ଥୀ ସାଜିଥ ପ୍ରେମଦାସା ତାଙ୍କ ପ୍ରତିଦ୍ୱନ୍ଦୀ ଗୋତବାୟା ରାଜପାକ୍‌ସେଙ୍କଠାରୁ ହାରି ଯାଇଛନ୍ତି।...

ରାଷ୍ଟ୍ରପତିଙ୍କ ଫେସ୍‌ବୁକ୍‌ ପେଜ୍‌ ବ୍ୟାନ

ସୋସିଆଲ ମିଡିଆରେ କରୋନା ସମ୍ପର୍କିତ ଗୁଜବ ପ୍ରଚାର ଯୋଗୁ ଭେନେଜୁଏଲା ରାଷ୍ଟ୍ରପତି ନିକୋଲାସ୍‌ ମଦୁରୋଙ୍କ ପେଜ୍‌ ବନ୍ଦ କରିଛି ଫେସ୍‌ବୁକ। କାର୍‌ଭାଟିଭିର୍‌ ନାମକ ଏକ ଔଷଧକୁ...

୯/୧୧ ଆକ୍ରମଣ ପଛରେ ସୌଦି ଆରବ ହାତ? ଏଫ୍‌ବିଆଇର ଜାରି କଲା ଗୁପ୍ତ ରିପୋର୍ଟ…

ଓ୍ବାଶିଂଟନ,୧୨।୯: ଆମେରିକାର ଓ୍ବାଲ୍ଡ ଟ୍ରେଡ୍‌ ସେଣ୍ଟରରେ ହୋଇଥିବା ୯/୧୧ ଆକ୍ରମଣରେ କେବଳ ଆତଙ୍କବାଦୀ ସଂଗଠନ ଅଲ୍‌-କାଏଦାର ହାତ ନ ଥିଲା। ଏଥିରେ ସୌଦି ଆରବ ପକ୍ଷରୁ...

ଏମିତି ଦେଶ ଯେଉଁଠି ଏପରି କଲେ ହୁଏ ମୃତ୍ୟୁ…

ପଶ୍ଚିମ ଆଫ୍ରିକାର ରହିଛି ଏକ ଛୋଟ ଦେଶ ବେନିନ୍‌। ଏଠାରୁ ହଁି କଳାଯାଦୁର ଆରମ୍ଭ ହୋଇଥିଲା ବୋଲି ଲୋକେ କୁହନ୍ତି । ଏଠାରେ ବାସ କରନ୍ତି...

ଚନ୍ଦ୍ରୟାନ-୨ ବିକ୍ରମ ଲ୍ୟାଣ୍ଡର ଉଭାନ୍‌

ଓ୍ବାଶିଂଟନ: ଭାରତର ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୨ ବିକ୍ରମ ଲ୍ୟାଣ୍ଡରର ପତ୍ତା ମିଳୁନାହିଁ। ବହୁ ପ୍ରୟାସ ସତ୍ତ୍ୱେ ନାସା ଫେଲ୍‌ ମାରିଛି। ଏହାର ଫଟୋ ଉଠାଇବା ଲାଗି...

ଏଫ୍‌ଏଟିଏଫ୍‌ ବୈଠକ ପରେ ମୁକୁଳି ପାରନ୍ତି ହାଫିଜ

ଇସ୍‌ଲାମାବାଦ,୧୫।୨: ଫାଇନାନସିୟାଲ ଆକ୍ସନ ଟାକ୍ସ ଫୋର୍ସ(ଏଫ୍‌ଏଟିଏଫ୍‌)ର ବୈଠକ ପରେ ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ହାଫିଜ ସଇଦ ମୁକୁଳି ପାରନ୍ତି ବୋଲି ସୂଚନା ମିଳିଛି। ବିଶେଷ ସୂତ୍ରରୁ...

Advertisement
Archives

Model This Week