Advertisement
Posted inଜାତୀୟ

ହିମାଚଳ ପ୍ରଦେଶରେ ଭୂକମ୍ପ

ଶିମଲା,୨୬।୧୦: ହିମାଚଳ ପ୍ରଦେଶର ଧର୍ମଶାଳା ଅଞ୍ଚଳରେ ବୁଧବାର ୫,୪୦ ମିନିଟ୍‌ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତିବ୍ରତା ୩.୫ ରେକର୍ଡ ହୋଇଥିବା ବେଳେ ଆକ୍ଷାଂଶ ୩୨.୯୯ ଏବଂ ଦ୍ରାଘିମା ୭୬.୨୮ ରହିଛି। ଏନେଇ ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପାକିସ୍ତାନକୁ କଡ଼ା ଚେତାବନୀ’

ଜାତିସଂଘ,୨୫।୯: ବିକାଶ ବିରୋଧୀ ଚିନ୍ତାଧାରାର କେତେକ ଦେଶ ଆତଙ୍କବାଦକୁ ରାଜନୈତିକ ଅସ୍ତ୍ର କରିଛନ୍ତି। ଏହା ସେମାନଙ୍କ ପାଇଁ ସମାନ ବିପଦ, ଏକଥାକୁ ଉକ୍ତ ରାଷ୍ଟ୍ରଗୁଡ଼ିକ ହୃଦୟଙ୍ଗମ...

ନୁପୁର ଶର୍ମାଙ୍କୁ ହତ୍ୟା ଧମକ, ଦରଗାହର ଖାଦିମ କହିଲେ ହତ୍ୟାକାରୀକୁ ଦେବେ ଘର

ଆଜମେର,୫ ।୭: ନୁପୁର ଶର୍ମାଙ୍କ ବୟାନକୁ ସାରା ଦେଶରେ ବିରୋଧ କରାଯାଉଛି । ଏହାକୁ ନେଇ ଲଗାତାର କିଛି ନା କିଛି ଭିଡିଓ ପ୍ରତିଦିନ ସାମ୍ନାକୁ...

ତିରୁମାଲା ତିରୁପତି ଦେବସ୍ଥାନମ ମନ୍ଦିରର ସମ୍ପତ୍ତି ରିପୋର୍ଟ: ବ୍ୟାଙ୍କରେ ୧୪୦୦୦ କୋଟି-୧୪ ଟନ୍‌ ସୁନା-୭,୧୨୩ ଏକର ଜମି…

ତିରୁପତି, ୨୫।୯ : ବିଶ୍ୱର ସବୁଠାରୁ ଧନୀ ହିନ୍ଦୁ ପୂଜା ସ୍ଥଳ ତିରୁମାଲା ତିରୁପତି ଦେବସ୍ଥାନମ (ଟିଟିଡି) ଘୋଷଣା କରିଛି ଯେ ଏହାର ସମଗ୍ର ଦେଶରେ...

‘ଯେଉଁ ସ୍କୁଲରେ ଅଧିକ ଶିକ୍ଷୟତ୍ରୀ, ସେଠାରେ ଝଗଡା ଅଧିକ’

ଜୟପୁର,୧୨।୧୦: ରାଜସ୍ଥାନ ଶିକ୍ଷା ମନ୍ତ୍ରୀ ଗୋବିନ୍ଦ ସିଂ ଦୋଟାସରା ଆଜିକାଲି ଏକ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ଅଛନ୍ତି। ଅନ୍ତର୍ଜାତୀୟ ବାଳିକା ଶିଶୁ ଦିବସରେ ଗୋବିନ୍ଦ ସିଂ...

ଦରଘା ବୁଲିବା ପରେ ଜୟଶଙ୍କରଙ୍କୁ ଭେଟିଲେ ହାସିନା

ନୂଆଦିଲ୍ଲୀ, ୫ା୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ସୋମବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ବୟନଶିଳ୍ପ, ରେଳପଥ ରାଷ୍ଟ୍ରମନ୍ତ୍ରୀ ଦର୍ଶନ ବିକ୍ରମ ଜର୍ଦ୍ଦୋଶ ତାଙ୍କୁ ସ୍ବାଗତ କରିଥିଲେ। ୪...

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଦେଶବାସୀଙ୍କ ମତାମତ ଲୋଡ଼ିଲେ ମୋଦି

ନୂଆଦିଲ୍ଲୀ,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀପାବଳି ଦିନ ଅଲ୍‌ ଇଣ୍ଡିଆ ରେଡ଼ିଓ ପକ୍ଷରୁ ପ୍ରସାରିତ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏନେଇ...

ମିଶନ କର୍ମଯୋଗୀ, ପ୍ରଶାସନିକ ସେବାକୁ କରିଛି ସୁଦୃଢ଼: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮: ପ୍ରଶାସନିକ ସେବାକୁ ସୁଦୃଢ଼ କରିବା ଲାଗି ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ମିଶନ କର୍ମଯୋଗୀ ଯୋଗୁ ସୁଫଳ ମିଳିପାରିଛି। ଏହି ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଦ୍ୱାରା...

ତୃତୀୟ ଲହର: ଜଣାନାହିଁ କେବେ, ନିଶ୍ଚିତ ଆସିବ

ନୂଆଦିଲ୍ଲୀ, ୬।୫: ଦେଶରେ କରୋନା ସଂକ୍ରମଣର ତୃତୀୟ ଲହର ଅବଶ୍ୟମ୍ଭାବୀ ବୋଲି କେନ୍ଦ୍ର ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ଡ. କେ. ବିଜୟରାଘବନ ବୁଧବାର ସତର୍କ...

Advertisement
Archives

Model This Week