କୋକସରାରେ ମୃଦୁ ଭୂମିକମ୍ପ, ଛାନିଆ ଲୋକେ

କୋକସରା,୨୯ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବୁଧବାର ସନ୍ଧ୍ୟା ୭ଟା ୪୨ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । କିଛି ସେକେଣ୍ଡ ପାଇଁ ଥରିଥିଲା ମାଟି । ଫଳରେ ଅଞ୍ଚଳର ଲୋକେ ଆତଙ୍କିତ ହୋଇ ଘରୁ ବାହାରୁ ଆସିଥିଲେ । ଏହା ପରେ ଲୋକେ ମୃଦୁ ଭୂମିକମ୍ପ ହୋଇଥିବା ଅନୁଭବ କରି ଏଣେ ତେଣେ ଲୋକଙ୍କୁ ପଚାରି ବୁଝିଥିଲେ । ତେବେ ଭୂମିକମ୍ପର କେନ୍ଦ୍ରସ୍ଥଳ ଆମପାଣି ଅଞ୍ଚଳରେ ହୋଇଥିବା ଜଣାପଡିଛି ।  ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିବାବେଳେ କୌଣସି କ୍ଷୟକ୍ଷତି ହୋଇଛି କି ନାହିଁ ତାହା ଜଣାପଡ଼ିନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?