Advertisement

ଇଣ୍ଡୋନେସିଆରେ ଭୂକମ୍ପ: ୨୦ ମୃତ, ୩୦୦ରୁ ଊର୍ଦ୍ଧ୍ୱ ଆହତ

ଜାକର୍ତ୍ତା,୨୧ା୧୧: ସୋମବାର ଇଣ୍ଡୋନେସିଆର ପଶ୍ଚିମ ଜାଭା ପ୍ରଦେଶରେ ଭୂକମ୍ପ ଅନୂଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୫.୬ ଥିଲା। ଏଥିରେ ୨୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦୦ ଆହତ ହୋଇଥିବା ନେଇ ଜଣେ ସ୍ଥାନୀୟ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଏଥିସହିତ ଅନେକ ଘର ଭାଙ୍ଗିରୁଜି ଯାଇଛି।
ପଶ୍ଚିମ ଜାଭା ପ୍ରଦେଶର ସିଆନଜୁର ଅଞ୍ଚଳରେ ୧୦ କିଲୋମିଟର ଗଭୀରରେ ଏହି ଭୂକମ୍ପ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାଲିବାନର ନିର୍ଦ୍ଦେଶ, ୧ ମାସ ମଧ୍ୟରେ ଟିକ୍‌ଟକ୍‌- ୩ ମାସ ସୁଦ୍ଧା ପବ୍‌ଜି ଉପରେ ପ୍ରତିବନ୍ଧକ ଲାଗିବ…

କାବୁଲ, ୧୯।୯ : ତାଲିବାନ ଆସନ୍ତା ତିନି ମାସ ମଧ୍ୟରେ ଟିକ୍‌ଟକ୍‌ ଏବଂ ପବ୍‌ଜି ଆପ୍‌ ଉପରେ ପ୍ରତିବନ୍ଧକ ଲଗାଇବାକୁ ଯାଉଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ...

ପାକ୍‌ରେ ପ୍ରଫେସରଙ୍କୁ ମୃତ୍ୟୁ ଦଣ୍ଡାଦେଶ

ଇସ୍‌ଲାମାବାଦ, ୨୨ା୧୨(ପି.ଟି.): ଫେସ୍‌ବୁକ୍‌ରେ ଈଶ୍ୱରଙ୍କୁ ନିନ୍ଦାକରିବା ଅଭିଯୋଗରେ ଶନିବାର ପାକିସ୍ତାନର ଏକ କୋର୍ଟ ମୁସ୍‌ଲିମ ପ୍ରଫେସର ଜୁନୈଦ ହାଫିଜ୍‌ଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି। ପଞ୍ଜାବର ମୁଲ୍‌ତାନସ୍ଥିତ ହାଫିଜ୍‌...

ଇରାନ୍‌ରେ ପୁଟିନ୍‌

ତେହରାନ, ୨୦ା୭: ଇରାନ୍‌ ସର୍ବୋଚ୍ଚ ନେତା ଆୟାତୁଲ୍ଲା ଅଲି ଖାମନେଇଙ୍କୁ ଭେଟିବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ମଙ୍ଗଳବାର ତେହରାନରେ ପହଞ୍ଚିଛନ୍ତି। ୟୁକ୍ରେନ୍‌ ସହ...

ସାଉଦି ଆରବରେ ଭାରତୀୟଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର

ରିୟାଦ,୧୧ା୯: ସାଉଦି ଆରବରେ ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ଭାରତୀୟ ନାଗରିକଙ୍କୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ବନ୍ଦେ ଭାରତ ମିଶନ ଅଧୀନରେ ସାରା ବିଶ୍ୱରୁ...

ପ୍ରଥମ ଥର ପାଇଁ ଭାରତରୁ ଚାଉଳ କିଣିଲା ଭିଏତନାମ

ମୁମ୍ବାଇ/ହାନୋଇ,୫ା୧- ବିଶ୍ୱରେ ତୃତୀୟ ସର୍ବାଧିକ ଚାଉଳ ରପ୍ତାନୀକାରୀ ଭିଏତନାମ ଚଳିତ ଦଶନ୍ଧିରେ ପ୍ରଥମ ଥର ପାଇଁ ଭାରତଠାରୁ ଚାଉଳ କିଣିଛି। ଭିଏତନାମରେ ଚାଉଳର ଲୋକାଲ ଦାମ୍‌ରେ...

ସମୁଦ୍ର ତଳେ ରାସ୍ତା…

ଓ୍ବାଶିଂଟନ, ୧୧।୫ : ରାସ୍ତା ପୁଣି ଗଭୀର ସମୁଦ୍ର ତଳେ, ଯେକେହି ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ୍ୟ। ପ୍ରଶାନ୍ତ ମହାସାଗରତଳେ ଏଭଳି ଏକ...

କାନ୍ଧାହାର ମୁହାଁ ତାଲିବାନ, ଯୁଦ୍ଧ ପାଇଁ ସୈନ୍ୟବାହିନୀ ପ୍ରସ୍ତୁତ…

କାବୁଲ,୨୦।୭: ଆଫଗାନିସ୍ତାନରେ ଆତଙ୍କବାଦୀ ସଂଗଠନ ତାଲିବାନ୍‌ ଗୋଟିଏ ପରେ ଗୋଟିଏ ସହର ନିଜ ଦଖଲକୁ ନେବାରେ ଲାଗିଛି। ଏବେ କାନ୍ଧାହାର ସହରକୁ ନିଜ ନିୟନ୍ତ୍ରଣକୁ ନେବା...

ଶରିଫ ଅସୁସ୍ଥ

ଇସ୍‌ଲାମାବାଦ,୨୬।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଶନିବାର ଏକ ହୃଦଘାତ ହୋଇଥିବା ସୂଚନା ମିଳିଛି। ସେ ଚିକିତ୍ସିତ ହେଉଥିବା ସର୍ଭିସେସ୍‌ ହସ୍ପିଟାଲ ପକ୍ଷରୁ ଏହି...

Advertisement
Archives

Model This Week