ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୩୦ା୧୨: ଶନିବାର ଇଣ୍ଡୋନେସିଆର ପଶ୍ଚିମ ପ୍ରଦେଶର ଆଚେରେ ଏକ ଶକ୍ତିଶାଳୀ ଭୂକମ୍ପ ଘଟିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ରେକର୍ଡ କରାଯାଇଛି। ତେବେ ଏହି ଭୂକମ୍ପ ଯୋଗୁ ସୁନାମି ହେବାର ସମ୍ଭାବନା ନାହିଁ ବୋଲି ଏଜେନ୍ସି କହିଛି। ଇଣ୍ଡୋନେସିଆ ପ୍ୟାସିଫିକ୍‌ ରିଙ୍ଗ୍‌ ଅଫ୍‌ ଫାୟାର ନାମକ ଏକ ସମ୍ବେଦନଶୀଳ ଭୂକମ୍ପ ପ୍ରବଣ ଅଞ୍ଚଳରେ ହୋଇଛି।

ଇଣ୍ଡୋନେସିଆର ପାଣିପାଗ ବିଜ୍ଞାନ, ଜଳବାୟୁ ଏବଂ ଜିଓଫିଜିକ୍ସ ଏଜେନ୍ସି ଅନୁଯାୟୀ, କୌଣସି ସୁନାମି ଚେତାବନୀ ଦିଆଯାଇ ନାହିଁ। ଏହି ଭୂକମ୍ପ କେନ୍ଦ୍ର କେଲାଙ୍ଗ ସହରର ୩୭୨ କିଲୋମିଟର ଦକ୍ଷିଣ-ପଶ୍ଚିମ, ଆଚେଠାରୁ ୧୨କିଲୋମିଟର ଗଭୀରରେ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?