ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍‌ ଜିଓସାଇନ୍ସେସ (GFZ) ଅନୁସାରେ, ଭୂକମ୍ପଟିର ଗଭୀରତା ପ୍ରାୟ ୩୭୬ କିଲୋମିଟର ଥିଲା।

ବିଶେଷଜ୍ଞଙ୍କ ଅନୁସାରେ ଏହା ଏକ ଡିପ-ଫୋକସ ଭୂକମ୍ପ ଥିଲା। ଭୂପୃଷ୍ଠଠାରୁ ଅଧିକ ଗଭୀରରେ ଭୂକମ୍ପ ଘଟିଥିବାରୁ ଏହାର ପ୍ରଭାବ ତୁଳନାମୂଳକ ଭାବେ କମ ଅନୁଭୂତ ହୋଇଥିବା କୁହାଯାଉଛି। ତେବେ ଏପର୍ଯ୍ୟନ୍ତ ଭୂକମ୍ପ ଯୋଗୁ କୌଣସି ଜୀବନହାନି କିମ୍ବା ବଡ଼ଧରଣର ସମ୍ପତ୍ତି କ୍ଷୟକ୍ଷତି ଖବର ମିଳିନାହିଁ।

ଉଲ୍ଲେଖଯୋଗ୍ୟ, ଏହାର ଗୋଟିଏ ଦିନ ପୂର୍ବରୁ ଶୁକ୍ରବାର ମଧ୍ୟ ଇଣ୍ଡୋନେସିଆରେ ଭୂକମ୍ପ ହୋଇଥିଲା। ମାଲୁକୁ ଦ୍ୱୀପ ନିକଟସ୍ଥ ବାଣ୍ଡା ସାଗର ଅଞ୍ଚଳରେ ୬.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା। ଏହି ଭୂକମ୍ପର ଗଭୀରତା ପ୍ରାୟ ୧୪୩ କିଲୋମିଟର ଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?