ଆଫଗାନିସ୍ତାନରେ ଭୂକମ୍ପ…

କାବୁଲ,୨୨।୧ : ଆଫଗାନିସ୍ତାନର ଫୈଜାବାଦରେ ଭୂକମ୍ପ ଅନୁଭୂତ ହୋଇଛି। ରବିବାର ପୂର୍ବାହ୍ନ ୯ଟା ୪୫ରେ ୪.୨ ତୀବ୍ରତାଯୁକ୍ତ ଭୂକମ୍ପ ଅନୁଭୁତ ହୋଇଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୂକମ୍ପ ବିଜ୍ଞାନ କେନ୍ଦ୍ର କହିଛି ଯେ ଫୈଜାବାଦର ଦକ୍ଷିଣ-ପୂର୍ବରେ ୭୯କିଲୋମିଟର ଦୂରରେ ଏହି କମ୍ପନ ଅନୁଭୂତ ହୋଇଛି।

ଭୂକମ୍ପର କେନ୍ଦ୍ର ଭୂଗର୍ଭର ୧୨୦ କିଲୋମିଟର ଗଭୀରରେ ଥିଲା। ଭୂକମ୍ପ ଯୋଗୁ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ତେବେ ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତିର କୌଣସି ସୂଚନା ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସୈନ୍ୟ ଥିବା ଇରାକ ଘାଟି ଉପରେ ରକେଟ ମାଡ଼

ବାଗଦାଦ,୧୫ା୩(ଏଏଫ୍‌ପି): ଆମେରିକା ଓ ୟୁରୋପୀୟ ସୈନ୍ୟ ରହୁଥିବା ଇରାକର ଏକ ଘାଟି ଉପରେ ସାନି ରକେଟ ମାଡ଼ ହୋଇଛି। ବାଗଦାଦ୍‌ର ଉତ୍ତର ପାର୍ଶ୍ୱରେ ଥିବା ଏହି...

ଗଛରେ ପିଟିହେଲା ବସ୍‌: ୧୦ ମୃତ, ୨୦ ଆହତ

ଢାକା,୨୯ା୫: ବାଂଲାଦେଶର ଦକ୍ଷିଣ ବରିଶାଲ ଜିଲାରେ ଏକ ଯାତ୍ରୀବାହୀ ବସ୍‌ ରବିବାର ସକାଳେ ଗଛରେ ଧକ୍କା ହେବାରୁ ଅତି କମ୍‌ରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି।...

କରୋନା ସଂକ୍ରମିତଙ୍କ ଚିକିତ୍ସା ଫଳରେ ଏଠି ଅବହେଳିତ ହେଉଛନ୍ତି କ୍ୟାନସର ରୋଗୀ !

ଲଣ୍ଡନ,୯।୪: କରୋନା ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ କେତେ ଗୁଡିଏ ଦେଶରେ ଏହି ମହାମାରୀର ସଂକ୍ରମଣ ଫଳରେ ଦିନକୁ...

ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ ପ୍ରବାହ

ଲଣ୍ଡନ,୧୨ା୮: ଲଗାତର ଅନାବୃଷ୍ଟି ଓ ଗ୍ରୀଷ୍ମ ପ୍ରବାହ ଯୋଗୁ ଇଂଲଣ୍ଡର ବିଭିନ୍ନ ଅଞ୍ଚଳରେ ମରୁଡ଼ି ଦେଖାଦେଇଛି। କ୍ରମାଗତ ୫ମାସ ଧରି ସ୍ବାଭବିକଠାରୁ କମ୍‌ ବର୍ଷା ହୋଇଛି।...

ଆଫଗାନିସ୍ତାନ: କୁନ୍ଦୁଜ ସହରରେ ହିଂସା ୧୧ ମୃତ, ୩୯ ଆହତ

କାବୁଲ,୭ ।୮: ଆଫଗାନିସ୍ତାନର କୁନ୍ଦୁଜ ସହରରେ ହୋଇଥିବା ହିଂସାରେ ଅତିକମରେ ୧୧ ଜଣଙ୍କ ମୃତ୍ୟୁ ହେବା ସହ ୩୯ ଜଣ ଆହତ ହୋଇଥିବା ସୂଚନା ମିଳିଛି...

ମରିୟମଙ୍କ ସଙ୍ଗିନ ଅଭିଯୋଗ

ଇସ୍‌ଲାମାବାଦ,୧୩ ।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଝିଅ ମରିୟମ ନୱାଜ ଇମ୍ରାନ ଖାଁ ସରକାରଙ୍କ ଉପରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି । ସେ...

କଫି ୭ ହଜାର, କଦଳୀ ୩ ହଜାର

ପୋଙ୍ଗ୍‌ୟାଙ୍ଗ୍‌, ୨୦ା୬: ଉତ୍ତର କୋରିଆରେ ଦେଖାଦେଇଛି ଉତ୍କଟ ଖାଦ୍ୟ ସଙ୍କଟ । କରୋନାଜନିତ କଟକଣା ଯୋଗୁ ସୀମା ବନ୍ଦ କରିଥିବା ଏହି ଦେଶରେ ବାହାରୁ ଖାଦ୍ୟ...

ଆମେରିକାକୁ ଚାଇନାର ଚେତାବନୀ: ବରଦାସ୍ତ କରିବୁ ନାହିଁ, ଉଚିତ୍‌ ଜବାବ ଦେବୁ

ବେଜିଂ,୨୦।୯: ତାଇଓ୍ବାନକୁ ନେଇ ଚାଇନା ଏବଂ ଆମେରିକା ମଧ୍ୟରେ ସମ୍ପର୍କ ବିଗିଡିବାରେ ଲାଗିଛି। ଆମେରିକାକୁ ସ୍ପଷ୍ଟ ଭାବରେ ଚାଇନା କହିଛି ଯେ, ଦେଶକୁ ବିଭାଜନ କରିବା...

Advertisement
Archives

Model This Week